୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ପୁରୀ : ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ … Read More