ନନ୍ଦନକାନନରେ ସିମ୍ପାଞ୍ଜି ‘ଜୁଲୁ’ର ମୃତ୍ୟୁ, ୧୯୯୪ରେ ସିଙ୍ଗାପୁରରୁ ଅଣାଯାଇଥିଲା
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୫ ବର୍ଷୀୟ ସିମ୍ପାଞ୍ଜି ‘ଜୁଲୁ’ର ମୃତ୍ୟୁ। ସୋମବାର ସକାଳେ ଜୁଲୁରୁ ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। ଏହି ସିମ୍ପାଞ୍ଜିକୁ ୧୯୯୪ ମସିହା ମେ ୧୬ ତାରିଖରେ ସିଙ୍ଗାପୁର … Read More