କଣାସ ହଇଜା ସ୍ଥିତିକୁ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ବର : କଣାସ ହଇଜା ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରିବର୍ତ୍ତେ ଅଣାୟତ୍ତ ହେଉଛି। ଝାଡ଼ାବାନ୍ତିରେ ଲୋକଙ୍କ ପ୍ରାଣହାନୀ ହେବା … Read More