ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ସେ … Read More

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମ‌ୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ … Read More

କଟକର ବିଡ଼ାନାସୀ ପଡ଼ିଆରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କଟକ :  ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ … Read More

ପଦ୍ମଶ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଉପରେ କଲେ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଗର୍ବିତ କରି ପଦ୍ମ ସମ୍ମାନରେ ସମ୍ମାନିତ ହୋଇଥିବା ବରେଣ୍ୟ ବ୍ୟକ୍ତିବିଶେଷଙ୍କୁ ସାକ୍ଷାତ କରିଛନ୍ତି । ପଦ୍ମଶ୍ରୀ ଡ଼.ଜିତେନ୍ଦ୍ର ହରିପାଲ, ଚର୍ତୁଭୂଜ ମେହେର, ପଦ୍ମଶ୍ରୀ ପ୍ରମୋଦ ଭଗତ, ପଦ୍ମଶ୍ରୀ ସୁଦର୍ଶନ … Read More

୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ୨୦୨୫ ପାଇଁ ପଦ୍ମଶ୍ରୀ ପୁରସ୍କାର ତାଲିକା ଘୋଷଣା କରିଛି କେନ୍ଦ୍ର ସରକାର। ଏଥିରେ ୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର। ଡାକ୍ତର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ। ସେହିପରି ମେଡିସିନ୍‌ କ୍ଷେତ୍ରରେ … Read More

‘ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରୁ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଛି’

ଭୁବନେଶ୍ବର: ଦୁଇ ଦିନ ପରେ ଭୁବନେଶ୍ବରରେ ‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା-୨୦୨୫’ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜନତା ମଇଦାନରେ ଆୟୋଜିତ ୨ ଦିନିଆ ମେଗା କାର୍ଯ୍ୟକ୍ରମରେ ଶିଳ୍ପ ଜଗତର ଜଣାଶୁଣା ଚେହେରା ଯୋଗ ଦେବେ। ରାଜ୍ୟର ସ୍ଥାୟୀ ଅଭିବୃଦ୍ଧିକୁ ଅଗ୍ରଗତି କରିବାର … Read More

ଆବାସ ଯୋଜନାରେ ନୂଆ ହିତାଧିକାରୀ ଚୟନ ଲାଗି ଆବାସ ପ୍ଲସ-୨ ସର୍ଭେ ଆରମ୍ଭ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଜରିଆରେ ନୂଆ ହିତାଧିକାରୀ ଯୋଡ଼ିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଆବାସ ଯୋଜନାରୁ ବଞ୍ଚିତ ପରିବାରଙ୍କୁ ଏଥିରେ ଯୋଡ଼ିବାକୁ ଆରମ୍ଭ ହୋଇଛି ଆବାସ ପ୍ଲସ ୨ ସର୍ଭେ । ପଞ୍ଚାୟତିରାଜ ଏବଂ … Read More

ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ ମର୍ଡର ମାମଲା, ଅଡ଼ୁଆରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା

କଟକ: କଡ଼ ଲେଉଟାଇଲା ମାହାଙ୍ଗା ଡବଲ ମର୍ଡର ମାମଲା। ଏହାଫଳରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନାଙ୍କ ଅଡ଼ୁଆ ବଢ଼ିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ। ପ୍ରତାପ ଜେନାଙ୍କ ପକ୍ଷରୁ … Read More

ଆରାକାନ ସେନାର ନିର୍ଯାତନା: ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ରୋହିଙ୍ଗ୍ୟା

ନାପିଦ୍ବ: ମିଆଁମାରରେ ବିଦ୍ରୋହୀ ଗୋଷ୍ଠୀ ଆରାକାନ୍ ଆର୍ମି (ଏଏ)ର ପ୍ରଭାବ ବୃଦ୍ଧି ପାଇଛି। ମିଆଁମାରର ରାଖାଇନ୍ ରାଜ୍ୟକୁ ଆରାକାନ୍ ଆର୍ମି ଜୁଣ୍ଟା ସେନାଠାରୁ ଛଡ଼ାଇ ନିଜ ଦଖଲକୁ ନେଇଛି। ଏହି କାରଣରୁ ସ୍ଥାନୀୟ ରୋହିଙ୍ଗ୍ୟାମାନଙ୍କର ଭବିଷ୍ୟତ ଅନିଶ୍ଚିତ ହୋଇପଡିଛି। ମିଆଁମାରର ବାଂଲାଦେଶ … Read More

ଭାରତ-ବାଂଲାଦେଶ ସୀମାରୁ ୧.୪ କୋଟି ଟଙ୍କାର କଫସିରଫ ଜବତ

ନୂଆଦିଲ୍ଲୀ: ସୀମା ସୁରକ୍ଷା ବଳ (BSF) ଦକ୍ଷିଣ ବଙ୍ଗ ଫ୍ରଣ୍ଟିୟରର ୩୨ତମ ବାଟାଲିୟନ ଏକ ବଡ ଡ୍ରଗ୍ସ ଚୋରା ଚାଲାଣ ଉପରେ ଚଢ଼ାଉ କରିଛି | ପଶ୍ଚିମବଙ୍ଗର ଭାରତ-ବାଂଲାଦେଶ ଆନ୍ତର୍ଜାତୀୟ ସୀମାରେ ନଦୀୟା ଜିଲ୍ଲାର କିଶନଗଞ୍ଜ ଥାନା ଅଞ୍ଚଳ ଅନ୍ତର୍ଗତ ମାଝଡିଆର … Read More