ବିଜେପିର ନିର୍ବାଚନ ଶେଷ ହୋଇଯାଇଛି : କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନକୁ ନେଇ ପ୍ରଚାର ଚରମରେ ପହଞ୍ଚିଛି । ସେପଟେ ଶନିବାର ବିଜେପି ସଂକଳ୍ପ ପତ୍ରର ତୃତୀୟ ଭାଗ ଜାରି କରିଛି। ଅମିତ ଶାହା ଏହି ସଂକଳ୍ପ ପତ୍ରର ଶୁଭାରମ୍ଭ କରିଛନ୍ତି। ସେପଟେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ … Read More
