ରାଜଧାନୀରେ ପୁଣି ଏଟିଏମ୍ ଲୁଟ୍ : ଟଙ୍କା ସହ ତାଡ଼ି ନେଲେ ମେସିନ୍
ଭୁବନେଶ୍ବର: ଟଙ୍କା ସହ ତାଡ଼ି ନେଇଗଲେ ଏଟିଏମ୍। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗର ସ୍ଥିତ ଏସବିଆଇ ଏଟିଏମ୍ ତାଡ଼ି ନେଲେ ଦୁର୍ବୃତ୍ତ। ଏଟିଏମ ମେସିନ୍ ତାଡି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା … Read More
