ଆସନ୍ତା ୨୪ରୁ ପିଏମ୍ ଆବାସ ସର୍ଭେ

ଭୁବନେଶ୍ବର: ଆଉ ନାହିଁ ବିଜ ପକ୍କାଘର । ଏଥର ପିଏମ୍ ଆବାସରେ ଘର ପାଇଁ ସହାୟତା ଯୋଗାଇବେ ରାଜ୍ୟ ସରକାର । ଯାହାକୁ ନେଇ ଆସନ୍ତା ୧୪ରେ ପିଏମ ଆବାସ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି … Read More

ଆରଜି କର ଦୁଷ୍କର୍ମ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ମିଳିଲା ଆଜୀବନ କାରାଦଣ୍ଡ

କୋଲକାତା: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଏହା … Read More

କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋଣାର୍କ : କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ ।  ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ … Read More

ରାଜ୍ୟରେ ପୂରଣ ହେବ ନୂଆ ଦୁଇ ହଜାର ଟ୍ରାଫିକ୍ ପୋଲିସ ପଦବୀ

ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ … Read More

ଅଂଶୀଦାରଙ୍କ ସହ ଆଲୋଚନା କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ … Read More

ଜ୍ଞାନେନ୍ଦ୍ର ପ୍ରତାପ ସିଂହ ସିଆରପିଏଫ ର ନୂଆ ଡିଜି ନିଯୁକ୍ତ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜ୍ଞାନେନ୍ଦ୍ର ପ୍ରତାପ ସିଂହଙ୍କୁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ର ନୂଆ ଡିଜି ନିଯୁକ୍ତ କରିଛନ୍ତି । ବିଭାଗୀୟ ଆଦେଶ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତିୟ ସମିତି ମଞ୍ଜୁରି ଦେଇଛି । … Read More

ଚିଲିକାରେ ଫସିଲେ ୫୦ ଯାତ୍ରୀ

ବ୍ରହ୍ମଗିରି: ଚିଲିକା ଜଳରାଶିରେ ରବିବାର ଅପରାହ୍‌ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଯାନ୍ତ୍ରିକ … Read More

ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ; ସମ୍ବିଧାନ, ଗଣତନ୍ତ୍ର ଏବଂ ମହାକୁମ୍ଭ ପ୍ରସଂଗ ଉଠାଇଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜାରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ରେଡିଓ କାର୍ଯ୍ୟକ୍ରମର ୧୧୮ତମ ଭାଗରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଂଗରେ ଆଲୋକପାତ କରିଛନ୍ତି । ବାବା ସାହେବ ଭୀମରାଓ ଆମ୍ବେଦକର, ରାଜେନ୍ଦ୍ର … Read More

ପୁଣି ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ

ପୁରୀ: କଡା ସୁରକ୍ଷା ସତ୍ବେ ପୁଣି ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ ହୋଇଛି । ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଗରୁଡ଼ ସ୍ତମ୍ଭ ଭିଡ଼ିଓ ଭାଇରାଲ ହୋଇଛି । ବ୍ୟକ୍ତି … Read More

‘ଜମି କେନ୍ଦ୍ର ଦେଉ, ଘର ଦିଲ୍ଲୀ ସରକାର କରିବେ…’, ସଫେଇ କର୍ମଚାରୀଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିୱାଲ

ଦିଲ୍ଲୀ ନିର୍ବାଚନକୁ ଦୃଷ୍ଟିରେ ରଖି ଅରବିନ୍ଦ କେଜ୍ରିୱାଲ ଘୋଷଣା ପରେ ଘୋଷଣା କରି ଚାଲିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲ ଆଜି ମଧ୍ୟ ସାମ୍ବାଦିକ ସମ୍ମିଳନୀ କରି ଏକ ନୂଆ ଘୋଷଣା … Read More