ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିଲେ !
ଭୁବନେଶ୍ୱର : ରାସନ କାର୍ଡ ସମ୍ପର୍କରେ ଶନିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୪ ଲକ୍ଷ ଆୟକରଦାତା ମଧ୍ୟ ରାସନ ନେଉଥିଲେ। ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ … Read More
