ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା … Read More

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ … Read More

କ୍ରିକେଟ୍‌ ଦେଖି ଘରକୁ ଫେରୁଥିଲେ, ବ୍ରିଜ୍‌ ଉପରେ ୩ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର: ମହୁଲପାଲି ବ୍ରିଜରେ ବାଇକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବଦେନବାହାଲ ଗାଁରୁ କ୍ରିକେଟ ମ୍ୟାଚ ଦେଖି ଫେରିବାବେଳେ ଘଟିଥିବା  ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି । ଭାରସାମ୍ୟ ହରାଇ ବାଇକ ସହ ଘୋଷାଡ଼ି ହୋଇପଡ଼ିବାରୁ … Read More

ଡିଜିଟାଲ ଆରେଷ୍ଟର ଦେଖାଇ ନେଇଗଲେ ୩୪ ଲକ୍ଷ

ବ୍ରହ୍ମପୁର : ସାଇବର ଗ୍ୟାଙ୍ଗ ସବୁବର୍ଗର ଯୁବତୀଯୁବକଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷିତ ଲୋକଙ୍କୁ ମଧ୍ୟ ଠକିବାକୁ ପଛେଇନାହାନ୍ତି। ଏଥିପାଇଁ ସେମାନେ ନୂଆନୂଆ ତରିକା ଅପଣାଉଛନ୍ତି। ପୋଲିସ ମଧ୍ୟ ସେମାନଙ୍କ ଟେର ପାଇପାରୁନି। ପୋଲିସ ପକ୍ଷରୁ ଏନେଇ ଯେତେ ସଚେତନ କଲେ ମଧ୍ୟ … Read More

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ ଯୋଜନାର … Read More

ଭୁବନେଶ୍ବରରେ ମୋହନ ଭାଗବତ

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ପ୍ରମୁଖ ମୋହନ ଭାଗବତ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ପୂର୍ବରୁ … Read More

ପ୍ରଦର୍ଶନୀରେ ଟୁଲକିଟ ଓ ଯନ୍ତ୍ରାଂଶ ବିତରଣ କଲା କେଭିଆଇସି

କଟକ: ଭାରତ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ପକ୍ଷରୁ ଖଦି ଓ ଗ୍ରାମୋଦ୍ୟୋଗ କମିସନ (କେଭିଆଇସି)ଙ୍କ ପକ୍ଷରୁ ଗ୍ରାମୋଦ୍ୟୋଗ ବିକାଶ ଯୋଜନା (ଜିଭିବାଇ) ଯୋଜନା ଅନ୍ତର୍ଗତ କଟକସ୍ଥିତ ଜବାହରଲାଲ ଇନଡୋର ଷ୍ଟାଡିୟମରେ ହିତାଧିକାରୀମାନଙ୍କୁ ଯନ୍ତ୍ରାଂଶ ଓ ଟୁଲକିଟ … Read More

୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର … Read More

ନନ୍ଦନକାନନରେ ନୂଆ ଅତିଥି; ପ୍ରାଣୀ ଉଦ୍ୟା‌ନରେ ସିମ୍ପାଞ୍ଜିଙ୍କ ସଂଖ୍ୟା ୮କୁ ବୃଦ୍ଧି

ବାରଙ୍ଗ: ରାଜଧାନୀ ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’କୁ ଗୁରୁବାର ଏକ ନୂଆ ଅତିଥି ଆସିଛି। ପର୍ଯ୍ୟଟକମାନଙ୍କୁ ଖୁସି ବାଣ୍ଟୁଥିବା ପ୍ରାଣୀ ଉଦ୍ୟାନର ୭ବର୍ଷ ୪ମାସର ସିମ୍ପାଞ୍ଜି ‘ଦୁର୍ଗା’ ଏକ ସନ୍ତାନ ଜନ୍ମ … Read More

‘କୁଷ୍ଠରୋଗ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ କରାଯାଉଛି’

ଭୁବନେଶ୍ବର: କୁଷ୍ଠରୋଗ ପାଇଁ ଆଧୁନିକ ତଥା ନିର୍ଭରଯୋଗ୍ୟ ଚିକିତ୍ସା ବ୍ୟବସ୍ଥା ଥିଲେ ହେଁ, ସଂକ୍ରମିତ ବ୍ୟକ୍ତି ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ସାମାଜିକ ବାସନ୍ଦ ଭୟରେ ଚିକିତ୍ସା ଠାରୁ ଦୂରେଇ ରହୁଥିବା ଯୋଗୁଁ ଧୀରେଧୀରେ ସଂକ୍ରମଣ ବଢ଼ି ଆକ୍ରାନ୍ତ ବ୍ୟକ୍ତି ଦିବ୍ୟାଙ୍ଗ ପାଲଟି … Read More