ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି
କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ … Read More
