ଆୟକର ବିଭାଗର ବଡ ଧରଣର ରେଡ୍, ଠିକାଦାର ପୃଥ୍ବୀରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ସ୍ଥାନରେ ଆୟକର ବିଭାଗର ବଡ ଧରଣର ଚଢାଉ । ଏକାଧିକ ସ୍ଥାନରେ ବର୍ତ୍ତମାନ ଚଢାଉ ଜାରି ରହିଛି । କଣ୍ଟାବାଞ୍ଜି ସହରରେ ଥିବା ଠିକାଦାର ପୃଥିରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ … Read More
