ମହାପ୍ରଭୁଙ୍କ ସେବା ବେଳେ ଟଳିପଡିଲେ ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ
ପୁରୀ ୧୫।୧: ମହାପ୍ରଭୁଙ୍କ ସେବା କରୁଥିବା ସମୟରେ ଟଳି ପଡିଲେ ସେବାୟତ । ପୁରୀ ଶ୍ରୀମନ୍ଦିରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ହେଉଛନ୍ତି ମାଟି ମଣ୍ଡପ ସାହିର ସୁଆର ବଡୁ ସେବାୟତ ଜଗନ୍ନାଥ ମେକାପ। ସୂଚନାଯୋଗ୍ୟ ଯେ, ବୁଧବାର ମଧ୍ୟାହ୍ନ ସମୟରେ ମହାପ୍ରଭୁଙ୍କ ଦ୍ବିପ୍ରହର ଧୂପ ପାଇଁ … Read More
