ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି। ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ … Read More

ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’

ବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା । ଶେଷରେ … Read More

କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଘୋଷଣା କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ କୁମ୍ଭମେଳା ପାଇଁ ୭ଟି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ଘୋଷଣା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର-ତୁନ୍ଦଲା-ଭୁବନେଶ୍ୱର କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝର ଜିଲା ଦେଇ … Read More

ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

ଝାରସୁଗୁଡ଼ା:ଝାରସୁଗୁଡ଼ାରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । କିର୍ମିରା ଅନାସ୍ଥାକୁ ନେଇ ସୃଷ୍ଟି ହୋଇଥିବା ହାଇ ଭୋଲଟେଜ ଡ୍ରାମା ଓ ତତ ପରବର୍ତ୍ତୀ ସ୍ଥିତିକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏହି ଘଟଣାକୁ କେନ୍ଦ୍ର କରି ବିଜେଡିର ଏକ … Read More

ପାକିସ୍ତାନ କୋଇଲା ଖଣି ବିସ୍ଫୋରଣ – ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପାକିସ୍ତାନରେ ମିଥେନ୍ ଗ୍ୟାସ୍ ଯୋଗୁ ଏକ କୋଇଲା ଖଣିରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ବେଲୁଚିସ୍ତାନ ପ୍ରଦେଶର କୋଇଲା ଖଣିରୁ ଉଦ୍ଧାରକାରୀମାନେ ଆଉ ୭ଟି ମୃତଦେହ ଉଦ୍ଧାର କରିଥିଲେ। ପ୍ରଦେଶ ଖଣି ବିଭାଗର ମୁଖ୍ୟ ଅବଦୁଲ୍ଲା … Read More

ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ଵର : ଖୁସି ଖବର ଆସନ୍ତାକାଲିଠୁ ଜନସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ।  ଏହି ଦିନମାନଙ୍କରେ ଯେକୌଣସି … Read More

ଥମୁନି ଆମେରିକାରେ ନିଆଁ, ହଜାର ହଜାର ପଶୁପକ୍ଷୀ ମୃତ

ଆମେରିକାରେ ଲସ୍ ଆଞ୍ଜେଲସରେ ଲାଗିଥିବା ନିଆଁରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ୫ ଜଣ ପାଲିସଡେସ୍ ଅଗ୍ନିଶମ ଜୋନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଇଟନ୍ ଫାୟାର ଜୋନରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଲସ୍ ଏଞ୍ଜେଲସ୍ … Read More

ଗହୀରମଥା ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି, ୮ ମତ୍ସ୍ୟଜୀବୀଙ୍କୁ ବନ୍ଧୁକ ମୁନରେ ଛଡାଇ ନେଲେ

ରାଜନଗର : ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ଗଭୀର ସମୁଦ୍ର ମଧ୍ୟରେ ଫୁଟିଲା ଗୁଳି । ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ । ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ … Read More

କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି ତାଙ୍କ ଘରକୁ ଯାଇଥିଲି: ଯୋଗରାଜ

ପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କ ବାପା ଯୋଗରାଜ ସିଂହ ସର୍ବଦା ବିବାଦୀୟ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ରହିଆସନ୍ତି। ସେ ଏବେ ପୁଣି ଥରେ ଅନୁରୂପ ମନ୍ତବ୍ୟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ସେ ଏକଦା କପିଳ ଦେବଙ୍କୁ ହତ୍ୟା କରିବାକୁ ବନ୍ଧୁକ ଧରି … Read More

ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି: ହେବ କଡା କାର୍ଯ୍ୟନୁଷ୍ଠାନ

ଭୁବନେଶ୍ବର: ଏଣିକି ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି । କଟନି ଛଟନି କଲେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ଆଜି ସମବାୟ କର୍ମଚାରୀଙ୍କୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ଏନେଇ ମନ୍ତ୍ରୀ … Read More