ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । … Read More

ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ

ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ଗତ ବର୍ଷ ନଭେମ୍ବର … Read More

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ । ଆଜିଠୁ … Read More

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ … Read More

ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ … Read More

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ … Read More

ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା

ମୁମ୍ବାଇ : ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ‘ଇଣ୍ଡିଆ’ ମେଣ୍ଟର ଅବସ୍ଥା ଶୋଚନୀୟ। ଗୋଟିଏ ପଟେ ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ଏକପାଖିଆ କରି ମେଣ୍ଟର ସହଯୋଗୀମାନେ ଆମ୍ ଆଦମୀ ପାର୍ଟିକୁ ସମର୍ଥନ … Read More

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମୁଖ୍ୟ ବିଚାରପତି ଜଷ୍ଟିସ … Read More

ପ୍ରବାସୀ ଭାରତୀୟ ସମ୍ମିଳନୀ ଭାରତ ତଥା ଓଡ଼ିଶାରେ ନିବେଶ ପାଇଁ ପ୍ଲାଟଫର୍ମ ତିଆରି କରିଛି : କେ.ଭି. ସିଂହଦେଓ

ଭୁବନେଶ୍ବର ୧୧।୧: ପୂର୍ବ ବିଜେଡ଼ି ସରକାର ଓଡ଼ିଶାକୁ ନିବେଶ ଆଣିବା ପାଇଁ ଅନ୍ୟ ରାଜ୍ୟ ଓ ବିଦେଶକୁ ଯାଉଥିଲେ । କିନ୍ତୁ ଏବେ ବିଜେପି ସରକାର ସମୟରେ ନିବେଶକ ମାନେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆସୁଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି … Read More

କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍‌ ଥିଲେ ଦୀପାଳି-ଆକାଶ?

ଭୁବନେଶ୍ବର : ଦୀପାଳି ଦାସ ଓ ତାଙ୍କ ଭାଇ ଆକାଶ ଦାସଙ୍କୁ କାଉଣ୍ଟର କରିଛି ବିଜେପି। ବାପା ନବ କିଶୋର ଦାସ ହତ୍ୟା ବେଳେ କାହିଁକି ଓ କାହା ପ୍ରରୋଚନାରେ ଦୀପାଳି ଓ ଆକାଶ ଚୁପ୍‌ ଥିଲେ,ତାହା ଆମେ ଦେଖିଛୁ ବୋଲି … Read More