ସ୍ପେସ୍ ଡକିଂ ସ୍ଥଗିତ ରଖିଲା ଇସ୍ରୋ
ସ୍ପେସ୍ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା … Read More
