ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ … Read More

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ୍‌

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା … Read More

ବାଲେଶ୍ୱର ଧୂର୍ତ୍ତକୁ ବାନ୍ଧିଲା ଲକ୍ଷ୍ନୌ ପୁଲିସ: ନିଜକୁ ଆର୍ମି କ୍ୟାପ୍ଟେନ କହୁଥିଲା, ମହିଳାଙ୍କୁ ଲୁଟୁଥିଲା

ଉତ୍ତର ପ୍ରଦେଶର ଲକ୍ଷ୍ନୌ ପୁଲିସ୍‌ ଜଣେ ୪୦ ବର୍ଷୀୟ ଧୂର୍ତ୍ତକୁ ଗିରଫ କରିଛି। ବ୍ୟକ୍ତି ଜଣକ ନିଜକୁ ଭାରତୀୟ ସେନାର ଜଣେ କ୍ୟାପ୍ଟେନ ଭାବେ ପରିଚୟ ଦେଇ ମହିଳାମାନଙ୍କୁ ନିଜ ଜାଲରେ ଫସାଉଥିଲା। ସେମାନଙ୍କ ସହ ସମ୍ପର୍କ ରଖିବା ପରେ ଟଙ୍କା ନେଇ … Read More

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ ମହକିଛି … Read More

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ … Read More

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ

ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. … Read More

ଫାଇନାନ୍ସ କମ୍ପାନୀରୁ ୩୦ କେଜି ସୁନା ଚୋରି ଘଟଣା, ରାଞ୍ଚିରୁ ଜଣେ ଡକାୟତ ଗିରଫ

ସମ୍ବଲପୁର: ସମ୍ବଲପୁରରୁ ୩୦ କେଜି ସୁନା ଚୋରି ଘଟଣା । ରାଞ୍ଚିରୁ ଜଣେ ଡକାୟତ ଗିରଫ ହୋଇଛି । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜା ଅଞ୍ଚଳର ମଣପୁରମ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ବଡ ଧରଣର ଚୋରି ହୋଇଥିଲା । ଲୁଟ୍ … Read More

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ପ୍ରବାସୀ ଭାରତୀୟ ଦିବସ ନିମନ୍ତେ ପୁଲିସ୍‌ ଛାଉଣିରେ ପରିଣତ ହୋଇଛି ରାଜଧାନୀ। ରାଜଧାନୀ ଏବେ ଅଭେଦ୍ୟ ଦୁର୍ଗ ପାଲଟିଥିବା ବେଳେ ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍‌ରେ … Read More

ମୋଦୀଙ୍କୁ ଧନ୍ୟବାଦ ଦେଲେ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ … Read More

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ … Read More