ଭାରତରେ ପ୍ରବେଶ କଲା ଏଚଏମପିଭି

ବେଙ୍ଗାଲୁରୁ : ଭାରତକୁ ବ୍ୟାପିଲା HMPV। ଭାରତରୁ ଚିହ୍ନଟ ହେଲେ ଦୁଇ ହ୍ୟୁମାନ୍ ମେଟାନିମୋ ଭାଇରସ୍- HMPV ଆକ୍ରାନ୍ତ । ରୁଟିନ୍ ସର୍ଭିଲାନ୍ସ ବେଳେ ବେଙ୍ଗାଲୁରୁରେ ୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ପଷ୍ଟ କରିଛି ଆଇସିଏମଆର। ପୂର୍ବରୁ ଜଣେ ୮ … Read More

ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୫ ମୃତ

ଶ୍ରୀନଗର : ବନ୍ଦ ଘରୁ ମିଳିଲା ୫ ଜଣଙ୍କ ମୃତଦେହ। ଶୋଇଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ଆଖିବୁଜିଲେ ଗୋଟିଏ ପରିବାରର ୫ ଜଣ। ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରେ ଘଟିଛି ଏଭଳି କିଛି ହୃଦୟ ବିଦାରକ ଘଟଣା। ସୂଚନା ଅନୁଯାୟୀ, ଶ୍ରୀନଗରର ପନ୍ଦ୍ରେଥନ … Read More

‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ ସମ୍ମାନ-୨୦୨୫’ ପ୍ରଦାନ … Read More

ଏଣିକି ଅବିବାହିତ ପ୍ରେମୀ ଯୁଗଳଙ୍କ ଓୟୋ ମନା

ଲକ୍ଷ୍ନୌ: ନୂଆବର୍ଷରେ ନୂଆ ନିୟମ ଆଣିଲା ଓୟୋ । ଏଣିକି ଅବିବାହିତ ଯୋଡ଼ିଙ୍କୁ ଓୟୋ ମନା । ଓୟୋରେ କେବଳ ଆଇନ ସମ୍ମତ ଦମ୍ପତିଙ୍କୁ ମିଳିବ ଅନୁମତି । ଗ୍ରାଉଣ୍ଡରୁ ମିଳିଥିବା ରିପୋର୍ଟ ଆଧାରରେ ଓୟୋ ଏପରି ନିଷ୍ପତ୍ତି ନେଇଛି । … Read More

ଆଦିବାସୀ ମେଳା ଉଦଘାଟିତ

ଭୁବନେଶ୍ଵର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା । ଭୁବନେଶ୍ବରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା । ମେଳାକୁ … Read More

ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି

ଦେଶର ରାଜଧାନୀ ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ। ଏହାରି ଭିତରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇ ବିବାଦରେ ବିଜେପି ନେତା ରମେଶ ବିଧୁଡ଼ି। ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା … Read More

ପଣ୍ଡା ଅଳଙ୍କାର ଲୁଟ ଓ ଗୁଳିକାଣ୍ଡ ଘଟଣା, ଦୁଇ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଲେଖାଏଁ ସହାୟତା ରାଶି

ଯାଜପୁର : ଯାଜପୁର ରୋଡ଼ ପାଣିକୋଇଲି ସୁନା ଦୋକାନରୁ ଲୁଟ୍ ଘଟଣା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ STF ଟିମ୍ । ଗିରଫ ଦୁଇ ଲୁଟେରାଙ୍କ ମୋବାଇଲ ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ … Read More

କୋଷ୍ଟଗାର୍ଡ ହେଲିକପ୍ଟର କ୍ରାଶ୍‌, ୩ ମୃତ

ବଡ଼ ଦୁର୍ଘଟଣା। ଗୁଜରାଟ ପୋରବନ୍ଦରରେ ଭାରତୀୟ ତଟରକ୍ଷୀ ବାହିନୀ ତଥା କୋଷ୍ଟଗାର୍ଡର ଏକ ହେଲିକପ୍ଟର ଦୁର୍ଘଟାଗ୍ରସ୍ତ ହୋଇଛି। ଏଥିରେ ମୋଟ ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ପାଇଲଟ ଓ ଦୁଇ ଜଣ କୋ-ପଇଲଟ ସାମିଲ ଅଛନ୍ତି। କୁହାଯାଉଛି ଯେ, … Read More

ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ

ପୁରୀ: ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ । ଶ୍ରୀମନ୍ଦିର ପରିସରରେ ବିଶୃଙ୍ଖଳା ସହ ଅନ୍ୟ ସେବାୟତଙ୍କୁ ମାର୍‌ପିଟ୍ ଘଟଣାରେ ଆଜି କାର୍ଯ୍ୟନୁଷ୍ଠାନ ଗ୍ରହଣ କରି କିଛି ଏପରି ନିଷ୍ପତ୍ତି ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । … Read More

ଖାଇକୁ ଖସିଲା ବୋଲେରୋ, ୪ ମୃତ

ଖାଇକୁ ଖସିଲା ବୋଲେରୋ। ଘଟଣାସ୍ଥଳରେ ହିଁ ଆଖିବୁଜିଲେ ୪ ଜଣ। ଜମ୍ମୁ-କଶ୍ମୀରର କିସ୍ତିବାଡା ସ୍ଥିତ ପଦ୍ଦାରରେ ଘଟିଛି ଏଭଳି କିଛି ଦୁର୍ଘଟଣା। ବୋଲେରୋରେ ମୋଟ ୬ ଜଣ ଥିଲେ। ସୂଚନା ମୁତାବକ, ବୋଲେରୋରେ ଯାତ୍ରା କରୁଥିବା ଲୋକମାନେ ପଦ୍ଦାରରୁ ମାସୁ ଗାଁ … Read More