ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମକ୍ ଡ୍ରିଲ୍, ନିୟୋଜିତ ହେବେ ୮୦ ପ୍ଲାଟୁନ ଓ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ

ଭୁବନେଶ୍ୱର : ପ୍ରବାସୀ ଭାରତୀୟ ଦିବସ ପାଇଁ କାଉଣ୍ଟ ଡାଉନ ଆରମ୍ଭ । ଭୁବନେଶ୍ବର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ସୁରକ୍ଷା ପାଇଁ ମକ୍ ଡ୍ରିଲ୍ କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ବେଳେ ସୁରକ୍ଷାକୁ ନେଇ ମକ୍ ଡ୍ରିଲ୍ … Read More

ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି

ଭୁବନେଶ୍ବର: ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର କ୍ଷତି ହୋଇଛି । ଏଡି କ୍ଷତି ପାଇଁ ସେମାନଙ୍କୁ ମୋଟ ୨୯୧ କୋଟି ଯଙ୍କା ପ୍ରଦାନ କରାଯିବ । ଆଜି ପାଣି ପଞ୍ଚାୟତ ପକ୍ଷ କାର୍ଯ୍ୟକ୍ରମରେ କିଛି ଏମିତି … Read More

ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ

ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ। ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ କହିଥିଲେ, … Read More

ପ୍ରବାସୀ ଭାରତୀୟ ଦିବସ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଆସିବାକୁ ନେଇ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ବୈଦେଶିକ ମନ୍ତ୍ରଣାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି … Read More

କୁମ୍ଭମେଳାକୁ ବୋମାରେ ଉଡ଼ାଇବାକୁ ଧମକ, ବନ୍ଧା ହେଲେ ଯୁବକ

ଆଉ ଦିନ କେଇଟା ପରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ କୁମ୍ଭମେଳା। ତେବେ ଏବେ ଠାରୁ ହିଁ ଏଠାରେ ଶ୍ରଦ୍ଧାଳୁ ଓ ବିଭିନ୍ନ କୋଣ ଅନୁକୋଣରୁ ବାବାମାନେ ଆସି ଡେରା ପକାଇ ସାରିଲେଣି। କୁମ୍ଭମେଳାକୁ ନେଇ ପ୍ରୟାଗରାଜରେ ବ୍ୟାପକ ପ୍ରସ୍ତୁତି ଚାଲିଛି। … Read More

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ତ୍ରୁଟି, ମନ୍ଦିରକୁ ପ୍ରବେଶ କରିବା ସମୟରେ ଖସିପଡ଼ିଥିଲା ଡ୍ରୋନ୍

ଝାରସୁଗୁଡା : ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ବଡ଼ଧରଣର ତ୍ରୁଟି । ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା । କଡ଼ା ସୁରକ୍ଷା ବଳୟ ଭିତରେ ଡ୍ରୋନ୍ … Read More

୧୦ ଡିଗ୍ରୀ ତଳେ ୯ ସହର; ସବୁଠୁ ଥଣ୍ଡା ଜି.ଉଦୟଗିରି

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ … Read More

ଏନକାଉଣ୍ଟରରେ ୪ ନକ୍ସଲ ସଫା

ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ମାଲକାନଗିରି ସୀମାନ୍ତ ଝତିଶଗଡ଼ର ଅବୁଝମାଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଛତିଶଗଡ଼ର ଦନ୍ତେବାଡ଼ା ଓ ନାରାୟଣପୁର ଜିଲ୍ଲା ସୀମାରେ ଥିବା ଅବୁଝମାଡ଼ ଜଙ୍ଗଲରେ ଶନିବାର ବିଳମ୍ବିତ … Read More

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍

ପୁରୀ: ଶ୍ରୀମନ୍ଦିର କେମିତି ଉଡିଲା ଡ୍ରୋନ୍ ? କ’ଣ କରୁଥିଲେ ସୁରକ୍ଷା କର୍ମୀ? ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନରେ କିପରି ଡ୍ରୋନ୍ ଉଡିଲା ସେନେଇ ଏବେ ତନାଘନା ଚାଲିଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ … Read More

ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣା, ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଅନୁଗୁଳ:  ଅନୁଗୁଳରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ । ଜଙ୍ଗଲରୁ ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ କାବୁ କଲା ସ୍ବତନ୍ତ୍ର ସ୍କ୍ୱାର୍ଡ । ଦୁଇ ବର୍ଷ ତଳର ଏକ ଗଣ୍ଡଗୋଳକୁ କେନ୍ଦ୍ର କରି ପ୍ରଫୁଲ୍ଲ ମିର୍ଧାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା … Read More