ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ

କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ମୁରଲୀଧର … Read More

HMPV ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଛନକା, ଭାରତ ସତର୍କ

ଚୀନରେ ମାଡୁଥିବା HMPVକୁ ନେଇ ଭାରତ ସତର୍କ। ଯଦିଓ ଆମ ଦେଶରେ ଏଯାଏ କୌଣସି କେସ୍ ବାହାରିନି ତଥାପି ସରକାର ସ୍ଥିତି ଉପରେ ନଜର ରଖିଛନ୍ତି। ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ମନିଟରିଂ ଗ୍ରୁପ୍ ବୈଠକ ବସିଥିଲା। ବୈଠକ ପରେ … Read More

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୫ ଉଦଯାପନି ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ଯର ସମସ୍ତ କୃଷକ ଭାଇ ଓ ଭଉଣୀମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ସେ ‘ଜମିକୁ ଜଳ, ଚାଷୀଙ୍କୁ ବଳ’, ତେଣୁ ରାଜ୍ୟରେ … Read More

ଦୁଲୁକିଲା ରାଜଧାନୀ ରାଜରାସ୍ତା, ଆରମ୍ଭ ହେଲା ପଥ ଉତ୍ସବ

ଭୁବନେଶ୍ଵର: ବ୍ୟସ୍ତ ବହୁଳ ଜୀବନ ଭିତରେ ସହରିଆଙ୍କ ଶରୀରକୁ ଟିକିଏ ଫୁର୍ତ୍ତି ଓ ମନକୁ ଟିକେ ପ୍ରଫୁଲ୍ଲିତ ରଖିବା ପାଇଁ ଚଳିତ ବର୍ଷର ପ୍ରଥମ ତଥା ୧୮ତମ ପଥ ଉତ୍ସବ ଆରମ୍ଭ ହୋଇଛି । ବିଏମ୍‌ସି ପକ୍ଷରୁ ଆଜି ରାହାଗିରି ବା … Read More

ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ବିକ୍ରି ହେବନି ଖଜା

ପୁରୀ: ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। … Read More

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ … Read More

‘ଓଡ଼ିଶା ଆସିବେ ଅଢ଼େଇ ହଜାର ପ୍ରବାସୀ, ବିଶ୍ବ ଦେଖିବ ଓଡିଶାର ଆତିଥ୍ୟ’

ଭୁବନେଶ୍ୱର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହ ପର୍ଯ୍ୟଟନ ବିଭାଗ ପକ୍ଷରୁ … Read More

ଜାନୁୟାରୀ ୫ ରୁ ପାଳିତ ହେବ ଏକାମ୍ର ଉତ୍ସବ-୨୦୨୫

ଭୁବନେଶ୍ୱର :  ପାଳିତ ହେବ ଏକାମ୍ର ଉତ୍ସବ 2025  । ଜାନୁୟାରୀ 5 ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇ ଜାନୁୟାରୀ 16 ରେ ଶେଷ ହେବ । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ … Read More

ଘାଟି ତଳକୁ ଖସି ପଡ଼ିଲା ସେନା ଟ୍ରକ୍‌; ୪ ଯବାନ ମୃତ, ୫ ଆହତ

ଜମ୍ମୁ ଓ କଶ୍ମୀରର ବାନ୍ଦିପୁର ଜିଲ୍ଲାର ଏସ୍‌କେ ପୟେନ ଅଞ୍ଚଳରେ ଆଜି ସେନାର ଏକ ଟ୍ରକ୍ ଘାଟି ତଳକୁ ଖସି ପଡ଼ିବାରୁ ୪ ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ପାହାଡ଼ ଉପରେ ବୁଲାଣି ରାସ୍ତାରେ ଡ୍ରାଇଭର … Read More

‘ପ୍ରବାସୀ ଭାରତୀୟ ଦିବସ’ରେ ଶୋଭା ବଢାଇବ ଓଡ଼ିଶା ଥିମ୍ ପ୍ୟାଭିଲିୟନ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଉ ମାତ୍ର ୪ ଦିନ ପରେ ଆରମ୍ଭ ହେବ ‘ପ୍ରବାସୀ ଭାରତୀୟ ଦିବସ’ର ୧୮ତମ ସଂସ୍କରଣ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ବିଭିନ୍ନ … Read More