ନୂଆବର୍ଷରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼; ବ୍ୟାରିକେଡ୍ ଭାଙ୍ଗି ଧସେଇ ପଶିଲେ ଭକ୍ତ
ପୁରୀ: ନୂଆବର୍ଷରେ ଜଗା ଦର୍ଶନ କରିବାକୁ ଛୁଟୁଛି ଭକ୍ତଙ୍କ ସୁଅ । ବିଶ୍ବାସ ରହିଛି ଯେ, ନୂଆ ବର୍ଷର ଆରମ୍ଭରେ ଜଗାର ଦର୍ଶନ କଲେ ବର୍ଷଟା ଯାକ ସୁଖ ଶାନ୍ତିରେ କଟିବ । ହେଲେ ପ୍ରବଳ ମାତ୍ରାରେ ଭିଡ଼ ଯୋଗୁଁ ଠେଲାପେଲା … Read More
