ମଧ୍ୟରାତ୍ରିରେ ଶିମିଳିପାଳ ଫେରିଲା ବାଘୁଣୀ ଜୀନତ
ବାରିପଦା: ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ … Read More
