ଭୁବନେଶ୍ୱର ରେଳଷ୍ଟେସନ ର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଅପରୀଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଆଜି ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ସାଂସଦ ଅପରୀଜିତା ଷଡ଼ଙ୍ଗୀ । ରେଳ ବିଭାଗର ସମସ୍ଥ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଇଷ୍ଟକୋଷ୍ଟ ରେଲଓ୍ୱେର ଜିଏମଙ୍କ ସହ ଆଲୋଚନା କରିଛନ୍ତି … Read More

ପୁରୀରେ ବେଆଇନ୍ ନିର୍ମାଣ ରୋକିବ ସ୍ୱତନ୍ତ୍ର ସ୍କ୍ୱାର୍ଡ, ପୂର୍ବତନ ସେନା କର୍ମଚାରୀଙ୍କୁ ନେଇ ସ୍କ୍ୱାର୍ଡ ଗଠନ

ପୁରୀ : ପୁରୀରେ ବେଆଇନ୍ ନିର୍ମାଣ ରୋକିବାକୁ ସରକାରଙ୍କ ବଡ ପଦକ୍ଷେପ । ବେଆଇନ୍ ନିର୍ମାଣ ରୋକିବ ସ୍ୱତନ୍ତ୍ର ସ୍କ୍ୱାର୍ଡ । ପୂର୍ବତନ ସେନା କର୍ମଚାରୀଙ୍କୁ ନେଇ ସ୍କ୍ୱାର୍ଡ ଗଠନ କରାଯାଇଛି । ଏଥିପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୮ଟି ଟିମ୍ ଗଠନ ହୋଇଥିବା … Read More

ବଢିଲା ଦେଶୀ ମଦ ସାଙ୍ଗକୁ ବିୟର ଦର

ଭୁବନେଶ୍ବର: ବଢିଲା ଆସ୍କା-୪୦ ଓ ବିୟର୍‌ ଦାମ୍ । ଆସ୍କା ୪୦ ସାଙ୍ଗକୁ ବିୟରର ଦାମ୍ ୧୦ ଟଙ୍କାଙ୍କୁ ବୃଦ୍ଧି କରିଚନ୍ତି ରାଜ୍ୟ ସରକାର । ବିୟର୍ ବୋତଲ ପିଛା ୧୦ ଟଙ୍କା ଦର ବଢ଼ିଥିବା ବେଳେ ଏବେ ଆସ୍କା-୪୦ର ଦାମ୍‌ … Read More

ସିଡ୍‌ନି ଟେଷ୍ଟ୍‌: ଦ୍ବିତୀୟ ଦିନ ଶେଷ ସୁଦ୍ଧା ଭାରତ ୧୪୧/୬

ସିଡ୍‌ନି: ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଶେଷ ଟେଷ୍ଟ ସିଡ୍‌ନିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଦୁଇ ଦିନର ମ୍ୟାଚ୍ ଶେଷ ହୋଇଛି। ଏହା ସହତ ଟିମ୍ ଇଣ୍ଡିଆ ୧୪୫ ରନ୍‌ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନ ଶେଷ … Read More

୯ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ରାଉନ ସୁଗାର ଜବତ, ଦୁଇ ଭାଇ ଗିରଫ

ଭଦ୍ରକ: ଭଦ୍ରକ ଟାଉନ ଥାନା ପୋଲିସକୁ ସଫଳତା । ଚରମ୍ପା ଗୁଣ୍ଠୁଣିଆ ବଜାରରେ ଦୀର୍ଘ ଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ବ୍ରାଉନ ସୁଗାର କାରବାର କରି ଆସୁଥିବା ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ … Read More

ଆଇଏଏସ ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର : ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତ ହେଲେ ମନୋଜ ସାହୁ । 1996 ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ମନୋଜ ସାହୁ । ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଅଛନ୍ତି ମନୋଜ … Read More

ଜାନୁଆରୀ ୧୪ରୁ ପର୍ଯ୍ୟଟକଙ୍କୁ ଭିତରକନିକା ମନା

କେନ୍ଦ୍ରାପଡା: ଜାନୁଆରୀ ୧୪ରୁ ପର୍ଯ୍ୟଟକଙ୍କୁ ମନା ଭିତରକନିକା । କୁମ୍ଭୀର ଗଣନା ପାଇଁ ଆସନ୍ତା ୧୪ରୁ ୨୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିବ ନେଇ ସୂଚନା ଦେିଛନ୍ତି ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଯାଦବ । ତେବେ ବସନ୍ତା ୧୪ … Read More

ଦିଲ୍ଲୀ ନିର୍ବାଚନ: ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଜାରି

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ଏହି ପର୍ଯ୍ୟାୟରେ ୨୯ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ। ତା’ ମଧ୍ୟରେ ରହିଛି ପୂର୍ବତନ ଲୋକସଭା ସାଂସଦ ପ୍ରବେଶ ସାହିବ … Read More

ଜାନୁଆରୀ ୧୫ ପରେ ମିଳିବ ସୁଭଦ୍ରାର ଚତୁର୍ଥ ପର୍ଯ୍ୟାୟ କିସ୍ତି

ଭୁବନେଶ୍ବର: ବଢିଲା ସୁଭଦ୍ରା ଯାଞ୍ଚ ସମୟ । ଏବେ ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଆଜି ଚତୁର୍ଥ ପର୍ଯ୍ୟାୟ ଟଙ୍କା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ … Read More

ପାଣିକୋଇଲି ପଣ୍ଡା ଅଳଙ୍କାରରେ ବନ୍ଧୁକ ଫୁଟାଇ ଲୁଟ ଉଦ୍ୟମ, ୨ ମୃତ, ଦୁଇ ଅଭିଯୁକ୍ତ ଅଟକ

ଯାଜପୁର/ରୋଡ଼/ଟାଉନ : ଯାଜପୁର ଜିଲ୍ଲା ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ଦୋକାନରେ ଆଜି ମଧ୍ୟାହ୍ନ ରେ ସଶସ୍ତ୍ର ଡକାୟତି ଉଦ୍ୟମ ହୋଇଛି l ଡକାୟତଙ୍କ ଗୁଳିରେ ଦୋକାନର ଦୁଇ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି l ତେବେ ପରେ ଜଣଙ୍କର ମୃତ୍ୟୁ … Read More