ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପା ଶଙ୍ଖ ଦାନ କଲେ ଭକ୍ତ, ଓଜନ ୧.୬ କେଜି

ପୁରୀ: ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରୁପା ଶଙ୍ଖ ଦାନ କଲେ ଭକ୍ତ। ସମ୍ବଲପୁରର ଜଣେ ଭକ୍ତ ନଳିନୀ ପ୍ରଭା ଦାସ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୋଟିଏ ଟଙ୍କା ମୂଲ୍ୟର ରୂପା ଶଙ୍ଖ ଦାନ କରିଛନ୍ତି। ତେବେ ଏହି ରୁପା ଶଙ୍ଖଟିର ଓଜନ ଏକ … Read More

‘ଓଡ଼ିଶାରେ ଚିହ୍ନଟ ହୋଇନି ଏଚଏମପିଭି ଭାଇରସ୍, ଥଣ୍ଡାକାଶ ଥିଲେ ପରୀକ୍ଷା କରାନ୍ତୁ’

ଭୁବନେଶ୍ୱର: ଚୀନ୍ ଭାଇରସ ଏଚଏମପିଭି ଭାଇରସ୍ ଏପର୍ଯ୍ୟନ୍ତ ଓଡ଼ିଶାରେ ଚିହ୍ନଟ ହୋଇନି । ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଭୟଭୀତ ହୁଅନ୍ତୁ ନାହିଁ । ଥଣ୍ଡାକାଶ ଥିଲେ ପରୀକ୍ଷା କରାଇ ନିଅନ୍ତୁ । ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲକୁ ପରୀକ୍ଷା ପାଇଁ … Read More

ପ୍ରବାସୀ ଭାରତୀୟ ଦିବସ ପାଇଁ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ପକ୍ଷରୁ ଭୁବନେଶ୍ୱର ସହରରେ ଟ୍ରାଫିକ କଟକଣା ନେଇ ସୂଚନା ଦିଆଯାଇଛି। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବ ପାଇଁ କମିଶନରେଟ ପୁଲିସ ପ୍ରକାଶ … Read More

ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ପାଞ୍ଚଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଏସ. ଜୟଶଙ୍କର ଓ ନିତ୍ୟାନନ୍ଦ ରାୟ। ଆଜି କୋଣାର୍କ ଯାଇ ଇକୋ-ରିଟ୍ରିଟରେ ରାତ୍ରୀ ଯାପନ କରିବେ। … Read More

ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!

ଭୁବନେଶ୍ବର : ବେଙ୍ଗାଲୁରୁ ଓ ଗୁଜରାଟରେ HMPV ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ଛନକା ପଶିଛି। ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତଥାପି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନକୁ ଅପେକ୍ଷା କରିଛନ୍ତି। ଗାଇଡ୍‌ଲାଇନ୍ ଆସିଲେ ପଦକ୍ଷେପ ନେବୁ ବୋଲି ଜନସ୍ୱାସ୍ଥ୍ୟ … Read More

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ … Read More

ବିଜେଡିକୁ ଝଟ୍‌କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା

ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍‌ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍‌ପି କାଉନ୍‌ସିଲର। ଆଜି ସମସ୍ତ କାଉନ୍‌ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର … Read More

ଭୁବନେଶ୍ବର ବିମାନବନ୍ଦରରେ ୨ ମହିଳାଙ୍କଠୁ ସାଢେ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର : ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମା ଶୁଳ୍କ ଅଧିକାରୀ ୪ ତାରିଖରେ କ୍ବାଲାଲାମପୁରରୁ ଆସୁଥିବା ୨ ଭାରତୀୟ ମହିଳାଙ୍କଠୁ ୧୯ ପ୍ୟାକେଟ୍ ଗଞ୍ଜେଇ ଜବତ କରିଛନ୍ତି । ଏହି ହାଇଡ୍ରୋପୋନିକ୍ ଗଞ୍ଜେଇ(ଏକ ସ୍ବତନ୍ତ୍ର ଧରଣର ଗଞ୍ଜେଇ)ର ପରିମାଣ ୯.୫ କିଲୋଗ୍ରାମ … Read More

ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ-୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ

ଭୁବନେଶ୍ୱର : ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି।ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର … Read More

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି

ଭୁବନେଶ୍ବର : ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରିଛି ବିଜେଡି। ଦରଦାମ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ଦଳ। ବିଜେଡି କହିଛି ଅର୍ଥନୀତି ପରିଚାଳନାରେ ସରକାର ଫେଲ୍। ମୁଦ୍ରାସ୍ଫିତି ରେକର୍ଡ ସ୍ତରରେ … Read More