ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ … Read More