‘ସହଦେବ ନାୟକଙ୍କ ପରିବାରକୁ ୧ କୋଟି ସହାୟତା ସହ ତାଙ୍କ ପତ୍ନୀଙ୍କୁ ଚାକିରି ଦିଆଯାଉ’

ଭୁବନେଶ୍ୱର: ବୁଧବାର ଭୁବନେଶ୍ୱର ରସୁଲଗଡ ଫ୍ଲାଏଓଭରେ ଘଟିଥିବା ପୋଲିସ ମିତ୍ର ସହଦେବ ନାୟକଙ୍କ ବିଭତ୍ସ ହତ୍ୟାକାଣ୍ଡ ରାଜଧାନୀ ସମେତ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣା ଘଟିବାର ମାତ୍ର ଦଶ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ କାବୁ କରିବାରେ ସଫଳ … Read More

ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍, ଖୁବଶୀଘ୍ର ସେଗୁଡ଼ିକର ଡିପିଆର ପ୍ରସ୍ତୁତ କରାଯିବ : କେନ୍ଦ୍ର ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର : ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍  । ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି 4.0 କ୍ଷେତ୍ର ପାଇଁ ଯୁବକ ଯୁବତୀମାନଙ୍କୁ ପାରଙ୍ଗମ କରାଯିବ । ଓଡ଼ିଶାକୁ ବିରାଟ ଆଇଟି ହବରେ ପରିଣତ … Read More

୩୧ ଜାନୁଆରି ପର୍ଯ୍ୟନ୍ତ ଚାଲିବ ରାସନ କାର୍ଡ ଇ-କେୱାଇସି ଯାଞ୍ଚ: ମନ୍ତ୍ରୀ

ଭୁବନେଶ୍ବର: ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ହୋଇଥିବା ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବା ସହ ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। … Read More

ବିଷ ପିଇ ଦେଲେ ଆନ୍ଦୋଳନ କରୁଥିବା ଚାଷୀ, ହସ୍ପିଟାଲରେ ଚାଲିଗଲା ଜୀବନ

ପଞ୍ଜାବ-ହରିୟାଣା ସୀମାନ୍ତ ଶମ୍ଭୁ ବର୍ଡରରେ ଆନ୍ଦୋଳନ କରୁଥିବା ଜଣେ ୫୫ ବର୍ଷୀୟ ଚାଷୀ ବିଷ ପିଇ ଜୀବନ ହାରିଛନ୍ତି। ସେ ଆନ୍ଦୋଳନସ୍ଥଳରେ ବିଷ ପିଇ ଦେଇଥିଲେ। ଏହାପରେ ତାଙ୍କୁ ପଟିଆଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ … Read More

ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’

ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍ … Read More

ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ରସୁଲଗଡ଼ ବ୍ରିଜରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏସନ୍ । ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ । ହତ୍ୟା ପରେ ମାରଣାସ୍ତ୍ରକୁ ଏକ ବ୍ୟାଗରେ ପୂରାଇ ଲିଙ୍ଗିପୁର ନିକଟ ଦୟାନଦୀକୁ ଫିଙ୍ଗିଦେଇଥିଲେ … Read More

କୋଟାରେ ଅଘଟଣ, ୨୪ ଘଣ୍ଟାରେ ଝୁଲି ପଡ଼ିଲେ ଦୁଇ ଛାତ୍ର

ଅଘଟଣ। ପୁଣି ମୃତ୍ୟୁର ରାସ୍ତା ବାଛିଲେ ଛାତ୍ର। ୨୪ ଘଣ୍ଟାରେ ଝୁଲି ପଡ଼ିଲେ JEE ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ। ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି JEE … Read More

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ … Read More

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ … Read More

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଇସ୍ରୋ

ସ୍ପେସ୍‌ ଡକିଂ ସ୍ଥଗିତ ରଖିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ସ୍ପେଡେକ୍ସ ମିଶନରେ ଯାଇ ମହାକାଶରେ ଘୁରି ବୁଲୁଥିବା ୨ଟି ସ୍ପେସ୍‌କ୍ରାଫ୍ଟ ଚେଜର୍ ଓ ଟାର୍ଗେଟକୁ ଯୋଡ଼ାଯିବା ପାଇଁ ଆଜି ସମୟ ଧାର୍ଯ୍ୟ ହୋଇଥିଲା। ଏବେ ଏହାକୁ ସ୍ଥଗିତ ରଖାଯାଇଥିବା … Read More