FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି ।  କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି ।  FAQ ମାନର ଧାନ ଆଣିବାକୁ ପଡିବ … Read More

୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ  ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି … Read More

ଆସିଲେନି ସରପଞ୍ଚ ଓ ସମିତି ସଭ୍ୟ: କିର୍ମିରାରେ ବାତିଲ ହେଲା ଅନାସ୍ଥା ଭୋଟିଂ

ଝାରସୁଗୁଡ଼ା: କିର୍ମିରାରେ ବାତିଲ ହୋଇଛି ଅନାସ୍ଥା ଭୋଟିଂ।  ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି କିର୍ମିରାରେ ୧୦ଟାରୁ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ବାତିଲ ହୋଇଛି। ଅନାସ୍ଥା ଭୋଟିଂ ପୂର୍ବରୁ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସହ ସରପଞ୍ଚ … Read More

‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଉପଲକ୍ଷେ ଆୟୋଜନ ହେବାକୁ ଯାଉଛି ‘ଅବିଭକ୍ତ ଭାରତ’ ନାଁରେ ଗୋଟିଏ ସେମିନାର। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଭାରତ ପକ୍ଷରୁ ପାକିସ୍ତାନ ଓ ବାଂଲାଦେଶ ସମେତ ଅନ୍ୟ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଥମଥର ପାଇଁ ଭାରତ … Read More

ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ  କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି … Read More

ଖୋଖୋ ବିଶ୍ବକପ୍: ଭାରତୀୟ ଖୋଖୋ ବିଶ୍ବକପ୍ ଦଳରେ ୩ ଓଡିଆ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଆଗାମୀ ୧୩ ତାରିଖଠାରୁ ୧୯ ତାରିଖ ପର୍ୟ୍ୟନ୍ତ ପ୍ରଥମ ଖୋଖୋ ବିଶ୍ବକପ୍ ଆୟୋଜିତ ହେବ। ଖୋଖୋ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ବିଶ୍ବକପ୍ ଲାଗି ଗୁରୁବାର ଦିନ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷଣା କରାଯାଇଛି। … Read More

ସପ୍ତାହକୁ ୯୦ ଘଣ୍ଟା କାମ କର : ଏଲଏଣ୍ଡଟି ଅଧ୍ୟକ୍ଷଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଲାର୍ସନ୍ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଏସ୍ ଏନ୍ ସୁବ୍ରମଣ୍ୟମ୍ ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଯାଛନ୍ତି। ଇନଫୋସିସର ସହ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାମ କରିବାକୁ ଦେଇଥିବା ବୟାନ ପରେ ଏସଏନ ସୁବ୍ରମଣ୍ୟମ କହିଛନ୍ତି ଯେ ପ୍ରତିଦ୍ୱନ୍ଦ୍ୱିତାରେ … Read More

ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା, ୪ ଓଡ଼ିଆଙ୍କ ମୃତ୍ୟୁ

ମାଲକାନଗିରି : ଘନ କୁହୁଡ଼ି ହେଲା କାଳ । ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା । ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି ।  କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି  … Read More

୧୩ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ … Read More