ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ … Read More