LoC ନିକଟରେ ବିସ୍ଫୋରଣ, ୬ ଯବାନ ଆହତ
ସୀମା ନିକଟରେ ହେଲା ବିସ୍ଫୋରଣ। ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ନୌସେରା ସେକ୍ଟରରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ଏଲ୍ଓସି ନିକଟ ନୌସେରା ନିକଟରେ ବିସ୍ଫୋରଣ ହୋଇଥିବା କୁହାଯାଉଛି। ଅଧିକାରୀଙ୍କ ସୂଚନା ମୁତାବକ, ଭାରତୀୟ ସେନାର … Read More
