ନନ୍ଦନକାନନରେ ଆଖିବୁଜିଲା ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକ, ୨୭କୁ ଖସିଲା ସଂଖ୍ୟା
ବାରଙ୍ଗ ୧୫।୧: ଭୁବନେଶ୍ବର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘ ଶାବକର ମୃତ୍ୟୁ ହୋଇଛି । ବାଘୁଣୀ ରୂପାର ଅଢେଇ ମାସର ଧଳା ଶାବକର ମୃତ୍ୟୁ ହୋଇଥିବା ଜଣାପଡିଛି । ଅସୁସ୍ଥ ହେବା ପରେ ମା’ ଠାରୁ ଅଲଗା କରି ଚିକିତ୍ସା … Read More