ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ବର : ରାଜ୍ୟରେ ନୂଆ ଜାତୀୟ ଶିକ୍ଷା ନୀତି(ଏନଇପି)-୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ବୁଧବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ … Read More
