ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା
ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ … Read More