ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି । ଶିଶୁପୁତ୍ରର ମୃତଦେହକୁ … Read More

ବନ୍ଦ ହେବ କଟକରେ ଥିବା ୨ଟି ମାଇନର କମ୍ପୋଷ୍ଟ ସେଣ୍ଟର, CMCକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ୧୬।୧: ମନଇଚ୍ଛା କମ୍ପୋଷ୍ଟ ସେଣ୍ଟର ତିଆରି କରି ଅକଳରେ ପଡିଛି ସିଏମସି ପ୍ରଶାସନ । କଟକ ସହରରେ ଥିବା ୧୩ଟି ମାଇନର କମ୍ପୋଷ୍ଟ ସେଣ୍ଟର (MCC) ମଧ୍ୟରୁ ୨ଟି ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେଲେଙ୍ଗା ବଜାର ସ୍ଥିତ ରଘୁନାଥଜୀଉ ମନ୍ଦିର … Read More

୧୮ରେ ଚିଲିକାରେ ହେବ ପକ୍ଷୀ ଗଣନା, ୩ ଦିନ ଡଲଫିନ୍ ଗଣନା

ଟାଙ୍ଗୀ ୧୬।୧: ଚିଲିକାରେ ହେବ ପକ୍ଷୀ ଓ ଡଲଫିନ୍ ଗଣନା । ପ୍ରତିବର୍ଷ ଭଳି ଚଳିତ ବର୍ଷ ଏହି ଗଣନା କାର୍ଯ୍ୟ ହେବ । ଗୋଟିଏ ଦିନରେ ସରିବ ପକ୍ଷୀ ଗଣନା । କିନ୍ତୁ ୩ ଦିନ ଧରି ହେବ ଡଲଫିନ୍ … Read More

ଆତ୍ମସମର୍ପଣ କଲେ ମହିଳା ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଛତିଶଗଡର କେରଲାପାଲ ଏରିଆ କମିଟିର ସଦସ୍ୟା କାଲୁମୁ ପାଇକି(୨୮) ଆତ୍ମସମର୍ପଣ କରିଛନ୍ତି। କାଲୁମୁ ପାଇକିଙ୍କ ଘର ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ପୁଲବାଗେଡ ଗ୍ରାମରେ। ଜିଲ୍ଲା … Read More

ପଦ୍ମ ବିଜେତାଙ୍କୁ ସମ୍ମାନସୂଚକ ସହାୟତା ଭାବେ ମାସକୁ ମିଳିବ ୩୦ ହଜାର

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି … Read More

ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମା ଗିରଫ

ରାୟପୁର: ମଦ ଦୁର୍ନୀତି ମାମଲାରେ ଛତିଶଗଡ଼ର ପୂର୍ବତନ ଅବକାରୀ ମନ୍ତ୍ରୀ କାୱାସି ଲଖମାଙ୍କୁ ଗିରଫ କରାଯାଇଛି । ଦୀର୍ଘ ଦିନର ପଚରାଉଚରା ପରେ ଇଡି କୱାସି ଲଖମାଙ୍କୁ ଗିରଫ କରିଛି ଇଡି। ବୁଧବାର ତାଙ୍କୁ ତୃତୀୟ ଥର ପାଇଁ ପଚରାଉଚରା ପାଇଁ … Read More

ଭାରତୀୟ ନିର୍ବାଚନକୁ ନେଇ ଟିପ୍ପଣୀ କ୍ଷମା ମାଗିଲା ମେଟା, ‘ଅଜାଣତରେ ଭୁଲ୍‌ ହୋଇଥିଲା’

ନୂଆଦିଲ୍ଲୀ: ମେଟା ସିଇଓ ମାର୍କ ଜକରବର୍ଗ‌୍‌ ୨୦୨୪ ଲୋକସଭା ନିର୍ବାଚନ ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ମେଟା ଆଜି କ୍ଷମା ମାଗିଛି। ମେଟା ଇଣ୍ଡିଆର ଉପସଭାପତି ଶିବନାଥ ଠୁକରାଲ ଏକ୍ସରେ ଏକ ପୋଷ୍ଟ୍‌ କରି କହିଛନ୍ତି, କ୍ଷମତାରେ ଥିବା ଅନେକ ଦଳ … Read More

ଖାଲିଦା ଜିଆଙ୍କୁ ଖଲାସ କଲା ବାଂଲାଦେଶ ସୁପ୍ରିମକୋର୍ଟ

ଢାକା: ଦୁର୍ନୀତି ମାମଲାରେ ବାଂଲାଦେଶ ହାଇକୋର୍ଟ ବାଂଲାଦେଶ ନ୍ୟାସନାଲିଷ୍ଟ୍‌ ପାର୍ଟି (ବିଏନ୍‌ପି)ର ନେତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ (୭୯)ଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଥିଲେ। ଏହି ମାମଲାରେ ଆଜି ଦେଶର ସୁପ୍ରିମକୋର୍ଟ ତାଙ୍କୁ ନିର୍ଦ୍ଦୋଶରେ ଖଲାସ … Read More

ଦୁଇରୁ ଅଧିକ ସନ୍ତାନ ଥିଲେ ହିଁ ପଞ୍ଚାୟତ, ପୌର ନିର୍ବାଚନ ଲଢିପାରିବ : ଚନ୍ଦ୍ରବାବୁ

ବିଶାଖାପାଟଣା: ଦିନ ଥିଲା ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ପଞ୍ଚାୟତ କିମ୍ବା ପୌର ନିର୍ବାଚନ ଲଢ଼ିବାକୁ ଅନୁମତି ଦିଆଯାଉନଥିଲା। କିନ୍ତୁ ଏବେ ସମୟ ବଦଳିଯାଇଛି । ଏବେ ଅଧିକ ସନ୍ତାନ ଥିବା ଲୋକଙ୍କୁ ହିଁ ନିର୍ବାଚନ ଲଢିବାକୁ ଅନୁମତି ମିଳିବାକୁ ଯାଉଛି … Read More

ସୈଫ୍‌ଙ୍କୁ ଆକ୍ରମଣ ଘଟଣାରେ କ୍ରାଇମବ୍ରାଞ୍ଚ ତନାଘନା, କର୍ମଚାରୀଙ୍କ ମୋବାଇଲ୍ ଜବତ

ନୂଆଦିଲ୍ଲୀ ୧୬।୦୧: ସୁପରଷ୍ଟାର ସୈଫ ଅଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ଭୟଭୀତ ବଲିଉଡ । ରାତି ୨ଟାରେ ଦୁର୍ବୃତ୍ତ ଅଭିନେତାଙ୍କୁ କରିଥିଲା ଆକ୍ରମଣ । ଏହାପରେ ସୈଫ୍‌ଙ୍କୁ ଲୀଳାବତୀ ହସ୍ପିଟାଲ୍‌ରେ କରାଯାଇଥିଲା ଭର୍ତ୍ତି । ସୈଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର … Read More