‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା … Read More

ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ।  ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ … Read More

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌ … Read More

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର … Read More

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। … Read More

ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି … Read More

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ

ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ଏହି ଦୁଇ ଦିନ ମଧ୍ୟରେ … Read More

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର … Read More

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ନିଖୋଜ

ରୁଷ ସେନାରେ ଯୋଗଦେଇଥିବା ୧୮ ଭାରତୀୟଙ୍କ ମଧ୍ୟରୁ ୧୬ ଜଣ ନିଖୋଜ ଅଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧରେ କେରଳର ଜଣେ ଯବାନ ପ୍ରାଣ ହରାଇବା ପରେ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି। କେରଳର ମୃତ ଯବାନଙ୍କ ମରଶରୀରକୁ ଭାରତ … Read More

ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି … Read More