ଶ୍ରୀମନ୍ଦିରରେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା
ପୁରୀ: ଫେବୃଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ହୁଣ୍ଡି ସ୍ଥାନାନ୍ତର ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ବିଳମ୍ବ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା କିଛି … Read More