ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍

ସମ୍ବଲପୁର: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍। ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ। ସୁପର୍‌କ୍ଲାସ ଠିକାଦାର ବ୍ରଜ କିଶୋର ଦାସଙ୍କ ଘରେ ଆଇଟି ଚଢଉ କରିଥିବା ସୂଚନା ମିଳିଛି। ଭୁବନେଶ୍ବର ଓ … Read More

ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜେପି ତା’ର ନିର୍ବାଚନୀ ଇସ୍ତାହାର ବା ସଙ୍କଳ୍ପ ପତ୍ର ଘୋଷଣା କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହି ସଙ୍କଳ୍ପ ପତ୍ର ଜାରି କରିଛନ୍ତି। ଏଥିରେ ମହିଳାଙ୍କୁ … Read More

ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା, ଅଧିକାରୀ ଓ କର୍ମଚାରୀ ଦାଖଲ କରିବେ ନିଜର ସମ୍ପତ୍ତି ତାଲିକା

ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ ।  ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ ।  ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ … Read More

ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ଘନକୁହୁଡ଼ି ଅନୁଭୂତ ହେବ। ୧୦ ଡିଗ୍ରୀ ତଳକୁ ଖସିପାରେ ରାତି ତାପମାତ୍ରା। କଳାହାଣ୍ଡି, କନ୍ଧମାଳ ଓ … Read More