୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ … Read More
