କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
କୋଣାର୍କ : କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ । ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ … Read More
