ଫେବୃଆରୀ ୧୩ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ
ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ … Read More