‘ସାମ୍ବାଦିକଙ୍କୁ ପ୍ରବେଶ ମନା’: ବ୍ଲକ ଅଫିସରେ ଲାଗିଲା ପୋଷ୍ଟର

ଗଞ୍ଜାମ: ସାମ୍ବାଦିକଙ୍କୁ ବ୍ଲକ ଅଫିସ୍ କାର୍ଯ୍ୟାଳୟ ପ୍ରବେଶ ମାନ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ୱାକ୍ଷରରେ ଲାଗିଛି ଏଭଳି ନୋଟିସ। ଆଉ ନୋଟିସରେ ବଡ଼ ବଡ଼ ଅକ୍ଷରରେ ଲେଖାଯାଇଛି, ‘ସାମ୍ବାଦିକଙ୍କୁ ପ୍ରବେଶ ମନା’। ଯାହାକୁ … Read More

ତୁର୍କିଏ ହୋଟେଲରେ ଭୀଷଣ ନିଆଁ, ୬୬ ମୃତ

ଅଙ୍କାରା : ଉତ୍ତର-ପଶ୍ଚିମ ତୁର୍କିଏର ଏକ ସ୍କି ରିସୋର୍ଟରେ ଥିବା ଏକ ହୋଟେଲରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଅଧିକାରୀମାନେ ସୂଚନା … Read More

ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକଙ୍କ ଉପରେ ଆକ୍ସନ, ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ୍‌

ଭୁବନେଶ୍ୱର :  ରୋଡ଼ ରୋମିଓଙ୍କ ଉପରେ ପୋଲିସର ଆକ୍ସନ। ଏଥର ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ । ମଡିଫାଏଡ଼ ସାଇଲେନ୍ସର ଗୁଡିକୁ ଖୋଲିଲା ପୋଲିସ । ସ୍ପୀଡ଼ ଡ୍ରାଇଭିଂ, ରଙ୍ଗ ଡ୍ରାଇଭ, ଟ୍ରିପଲ ରାଇଡିଂ, ପଲ୍ୟୁସନ, ହେଲମେଟ … Read More

ବନ୍ଦ ହେବନି ଦଶମ ଓ ଦ୍ଵାଦଶ ପରୀକ୍ଷା

ଭୁବନେଶ୍ୱର: ବନ୍ଦ ହେବନି ଦଶମ, ଦ୍ଵାଦଶ ପରୀକ୍ଷା। ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ଏହାକୁ ନେଇ ସେ କହିଛନ୍ତି, ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ … Read More

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ଲଗାଇଲା ପୁରୀ ପୋଲିସ୍, ମୋବାଇଲ୍‌ ଫୋନ୍ ବି ନିଷେଧ

ପୁରୀ : ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ପରେ ପୁରୀ ପୋଲିସ୍ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି ପୁରୀ ପୋଲିସ୍ । ଏପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି । ନିୟମ … Read More

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ବର: ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। … Read More

ଡବ୍ଲ୍ୟୁଏଚଓ କୋଭିଡ୍-୧୯ ମହାମାରୀର ସଠିକ୍ ମୁକାବିଲା କରିପାରିଲା ନାହିଁ : ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱର ପ୍ରମୁଖ ସ୍ୱାସ୍ଥ୍ୟ ସଂଗଠନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ରୁ ସେ ନିଜ ଦେଶକୁ ଅଲଗା କରିଛନ୍ତି । ଶପଥ ଗ୍ରହଣ କରିବାର ପ୍ରାୟ ୮ ଘଣ୍ଟା … Read More

ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ଲଗାଇବା ଘଟଣା, ଆଉ ଦୁଇ ଜଣ ଗିରଫ

କଟକ : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାରେ ଆଉ ଦୁଇ ଜଣ କୁ ଗିରଫ କରିଛି କମିଶନରେଟ ପୋଲିସ । ଗୋପୀ ଓରଫ ରଜନୀକାନ୍ତ ବେହେରା ଓ ଡି ଶିବ କୁମାର ଦୋରାକୁ ଗିରଫ କରିଛି … Read More

୪ ଦିନ ପରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଲା ଆଇଟି ଟିମ୍

ସମ୍ବଲପୁର: ଦୀର୍ଘ ୪ ଦିନ ପରେ ଶେଷରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଛି ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ତେବେ ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ … Read More

ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର

ୱାଶିଂଟନ୍ : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର ପ୍ରଥମ ଦିନରେ ଟ୍ରମ୍ପଙ୍କ ଦ୍ବାରା ଦସ୍ତଖତ ହୋଇଥିବା ନିର୍ଦ୍ଦେଶରେ ପ୍ୟାରିସ୍ ଜଳବାୟୁ ଚୁକ୍ତିରୁ ପ୍ରତ୍ୟାହାର, … Read More