ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି
ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର … Read More
