ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପରେ ଆରମ୍ଭ ହେବ ମେଟ୍ରୋ କାମ: ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବିକଶିତ ଓଡ଼ିଶା-୨୦୩୬ ପରିକଳ୍ପନା ସତ କରିବାକୁ ଓଡ଼ିଶାକୁ ବାରମ୍ବାର ଗସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି। ଆଜି ଏଭଳି ଟିପ୍ପଣୀ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର … Read More

କାଲି ମୋହନ ସରକାରଙ୍କ ବଜେଟ୍‌ ଚର୍ଚ୍ଚା

ଭୁବନେଶ୍ବର: ଆଥିର୍କ ବର୍ଷ ୨୦୨୫-୨୬ ପାଇଁ ଆସନ୍ତା ଫେବ୍ରୁଆରି ୧୩ ତାରିଖ ଠାରୁ ଓଡ଼ିଶା ସରକାରଙ୍କର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାର ଫେବ୍ରୁଆରି ୧୭ ତାରିଖ ଦିନ ସାଧାରଣ ବଜେଟ୍‌ ଉପସ୍ଥାପନ କରିବେ। ବିକଶିତ ଓଡ଼ିଶାର ଶ୍ଲେଗାନ ଦେଉଥିବା … Read More

୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର : ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣକୁ ଗିରଫ କରାଯାଇଛି। … Read More

ବିଧାନସଭାରେ ବିଶୃଙ୍ଖଳା ବରଦାସ୍ତ କରାଯିବନି: ବାଚସ୍ପତି, ବିଜେଡି କହିଲା ନାଲି ଆଖି ଚଳିବନି

ଭୁବନେଶ୍ବର : ଚଳିତ ବିଧାନସଭା ଅଧିବେଶନରେ ବିରୋଧୀଙ୍କ ବିଶୃଙ୍ଖଳାକୁ ଆଉ ବରଦାସ୍ତ କରାଯିବନି । ବାଚସ୍ପତି ସୁରମା ପାଢ଼ୀଙ୍କ ଏଭଳି ଚେତାବନୀ ପରେ ଚିହିଁକି ଉଠିଛି ବିଜେଡି । ଆଉ ବିରୋଧୀ ଦଳ ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ … Read More

୧୫୭ ନୁହେଁ ୫ ହଜାର ପୁରୁଷ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିଛନ୍ତି : ପ୍ରମିଳା ମଲ୍ଲିକ

ଭୁବନେଶ୍ବର ୨୩।୧: ପୁରୁଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବା ନେଇ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଛନ୍ତି, ଉପ ମୁଖ୍ୟମନ୍ତ୍ରୀ ମହୋଦୟା କହିଛନ୍ତି ୧୫୭ ସୁଭଦ୍ରା ପୁରୁଷ ହିତାଧିକାରୀ ସୁଭଦ୍ରା ଟଙ୍କା ନେଇଛନ୍ତି । ପୁରୁଷ ହିତାଧିକାରୀ … Read More

ବାଣ ନିଆଁରେ ଛପର ଜଳିଗଲା, ଯଜ୍ଞ ମଣ୍ଡପ ନଖୁଣ ରହିଲା

କଟକ : ବାରଙ୍ଗ: ଦାଢାପାଟଣା ଗ୍ରାମରେ ଯଜ୍ଞର ପୂର୍ଣ୍ଣାହୂତି ଚାଲିଥିବା ବେଳେ ବାଣର ନିଆଁ ପଡ଼ି ବଡ଼ ଅଘଟଣ ଘଟିବାରୁ ଅଳ୍ପକେ ବର୍ତ୍ତିଯାଇଛି। ଭାଗ୍ୟବଶତଃ ମଣ୍ଡପ ଉପର ଟେଣ୍ଟ ଛପର ସଂମ୍ପୂର୍ଣ୍ଣ ଜିଳି ପାଉଁଶ ହୋଇଯାଇଥିବା ବେଳେ କେହି ମୃତ କିମ୍ବା … Read More

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!

ଛତ୍ରପୁର: ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ … Read More

ଟ୍ରମ୍ପଙ୍କ ଧମକ ପରେ ନରମିଲା ରୁଷ, କହିଲା ଆଲୋଚନା ପାଇଁ ପ୍ରସ୍ତୁତ

ମସ୍କୋ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ପରେ ଯୁଦ୍ଧ ଶେଷ କରିବାକୁ ରୁଷକୁ କହିଛନ୍ତି। ଏହାପରେ ରୁଷର ବୟାନ ଆସିଛି । ରୁଷ୍ ମଧ୍ୟ ଏବେ ଯୁଦ୍ଧ ଶେଷ କରିବାକୁ ପ୍ରସ୍ତୁତ ବୋଲି କହିଥିବା ବେଳେ ଏଭଳି … Read More

ରାଜପାଲ ଯାଦବଙ୍କ ସମେତ ୪ କଳାକାରଙ୍କୁ ହତ୍ୟା ଧମକ, ପାକିସ୍ତାନରୁ ଆସିଲା ଇମେଲ

ମୁମ୍ବାଇ ୨୩।୦୧; ୪ ବଲିଉଡ ଷ୍ଟାରଙ୍କୁ ହତ୍ୟା ଧମକ ମିଳିଛି । ପାକିସ୍ତାନରୁ ଇ-ମେଲ ଜରିଆରେ ହତ୍ୟା ଧମକ ଦିଆଯାଇଥିବା ସୂଚନା ରହିଛି । କପିଲଙ୍କ ସମେତ କମେଡିଆନ ରାଜପାଲ ଯାଦବ, ସୁଗନ୍ଧା ମିଶ୍ରା ଓ ଡାନ୍ସ କୋରିଓଗ୍ରାଫର ରେମୋ ଡିସୁଜାଙ୍କୁ … Read More

ସୁରକ୍ଷାକର୍ମୀଙ୍କୁ ସଫଳତା, ମାଲକାନଗିରି ସୀମାନ୍ତରୁ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ

ମାଲକାନଗିରି ୨୩।୦୧ : ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର ତିଆରି କାରଖାନା ଠାବ ହୋଇଛି। ଏହାସହ ଏକ ଅସ୍ତ୍ର ଶସ୍ତ୍ର ତିଆରି ଉପକରଣ ମଧ୍ୟ ଜବତ କରିଛନ୍ତି ସୁରକ୍ଷା କର୍ମୀ । ଖବର … Read More