ସୈଫଙ୍କୁ ଛୁରାମାଡ ଘଟଣା: ଅଭିଯୁକ୍ତ ବାପା କହିଲେ-CCTV ଦେଖାଯାଉଥିବା ବ୍ୟକ୍ତି ମୋ ପୁଅ ନୁହଁ

ମୁମ୍ଵାଇ : ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ଼ ମୋଡ଼ ଆସିଛି। ଏପର୍ଯ୍ୟନ୍ତ ସୋସିଆଲ ମିଡିଆରେ ଏହା ଉପରେ ଆଲୋଚନା ହେଉଥିବାବେଳେ, ଅଭିଯୁକ୍ତ ଶହଜାଦର ବାପା ମଧ୍ୟ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ପୋଲିସ ହେପାଜତରେ ଥିବା ଅଭିଯୁକ୍ତ … Read More

‘ବଜେଟ୍‌ ପାଇଁ ସମସ୍ତେ ଜାନୁଆରି ୩୧ ତାରିଖ ପର୍ଯ୍ୟନ୍ତ ମତାମତ ଦେଇପାରିବେ’

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍‌ ବଜେଟ୍‌ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, … Read More

ଅଭିନେତା ଶ୍ରେୟସ ତଲପଡେ ଓ ଆଲୋକ ନାଥଙ୍କ ବିରୋଧରେ ଠକେଇ ମାମଲା ରୁଜୁ

ଅଭିନେତା ଶ୍ରେୟସ ତଲପଡେ ଏବଂ ଆଲୋକ ନାଥଙ୍କ ବିରୋଧରେ ହରିୟାଣାର ସୋନିପତ ଜିଲ୍ଲାର ମୁରଥାଲ ପୋଲିସ ଷ୍ଟେସନରେଠକେଇ ମାମଲା ରୁଜ୍ଜୁ ହୋଇଛି। ଗତ ୨୨ତାରିଖରେ ଦାଖଲ ହୋଇଥିବା ଏତଲାରେ ଭାରତୀୟ ନ୍ୟାୟ ସଂହିତାର ଧାରା ୩୧୬(୨), ୩୧୮(୨) ଓ ୩୧୮(୪) ଅନୁଯାୟୀ … Read More

ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି, ୪ ଆହତ

ଭଞ୍ଜନଗର: ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ ଶାଳୁଆପଲି ଗାଁ ନିକଟରେ ଦୁର୍ଘଟଣା … Read More

ମହାରାଷ୍ଟ୍ରର ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ବିସ୍ଫୋରଣ: ୮ ମୃତ୍ୟୁ, ୭ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରର ଏକ ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ପ୍ରାଥମିକ ତଦନ୍ତରୁ ମିଳିଥିବା ରିପୋର୍ଟ ଅନୁସାରେ, ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏନେଇ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ … Read More

ରାଜଧାନୀରେ ପୁଣି ଏଟିଏମ୍ ଲୁଟ୍‌ : ଟଙ୍କା ସହ ତାଡ଼ି ନେଲେ ମେସିନ୍

ଭୁବନେଶ୍ବର: ଟଙ୍କା ସହ ତାଡ଼ି ନେଇଗଲେ ଏଟିଏମ୍। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗର ସ୍ଥିତ ଏସବିଆଇ ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ। ଏଟିଏମ ମେସିନ୍ ତାଡି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା … Read More

ଦିନ ମଜୁରିଆଙ୍କ ଉପରେ ୧.୯୬ କୋଟି ଟଙ୍କାର ଟ୍ୟାକ୍ସ ଲଗାଇଲା ଜିଏସଟି ବିଭାଗ

ନୂଆଦିଲ୍ଲୀ: ଜଣେ ଦିନ ମଜୁରିଆଙ୍କ ଉପରେ ୧କୋଟି ୯୬ଲକ୍ଷ ଟଙ୍କାର ଟ୍ୟାକ୍ସ ଲଗାଇଛି ଜିଏସଟି ବିଭାଗ। ଯାହାର ରୋଜଗାର ମାସକୁ ମାତ୍ର ୧୬ ହଜାର ଟଙ୍କା ତାଙ୍କୁ ନିକଟକୁ ପୁଣି ଆସିଛି ପାଖାପାଖି ୨କୋଟିର ଇନକମ୍ ଟ୍ୟାକ୍ସ ନୋଟିସ୍। ଏହା କିପରି ସମ୍ଭବ … Read More

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ରେ କାଉଣ୍ଟରରେ ଏବଂ ୨ ରେ ଅନଲାଇନରେ ଟିକେଟ ବିକ୍ରି

କଟକ : ଫେବ୍ରୁଆରୀ ୯ରେ ବାରବାଟୀରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ୍ ।  ଆସନ୍ତା ଫେବୃୟାରୀ ମାସ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ। ଅନଲାଇନ୍ ମୋଡ ରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ। ଫେବୃଆରୀ … Read More

ଓଡ଼ିଶା ସୀମାରେ ହାଇ ଆଲର୍ଟ, ମାଓବାଦୀଙ୍କ ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ମାଓଦମନ ଲାଗି ରାଜ୍ୟ ପୋଲିସର ନିରନ୍ତର ପ୍ରୟାସ ଜାରି ରହିଛି। କିଛି ଦିନ ପୂର୍ବେ ଓଡିଶା ସୀମାନ୍ତ ଗରିଆବନ୍ଧରେ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଥିଲେ। ଏହାପରେ ପରେ ଅନେକ ସ୍ଥାନରୁ ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି। … Read More

ଉତ୍ତରାଖଣ୍ଡରେ ଦୁଇ ଥର ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ସୀମାନ୍ତ ଜିଲ୍ଲା ଉତ୍ତରକାଶୀରେ ଭୂମିକମ୍ପ ଝଟକା ଅନୁଭୂତ । ଶୁକ୍ରବାର ସକାଳ ପ୍ରାୟ ୭.୪୨ ମିନିଟରେ ହୋଇଥିବା ବେଳେ ୮.୨୧ ମିନିଟରେ ଦୁଇଟି ଭୂକମ୍ପ ଝଟକା ହୋଇଥିଲା। ଦ୍ୱିତୀୟ ଥର ଭୂମିକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ … Read More