ପଦ୍ମଶ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଉପରେ କଲେ ଆଲୋଚନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଗର୍ବିତ କରି ପଦ୍ମ ସମ୍ମାନରେ ସମ୍ମାନିତ ହୋଇଥିବା ବରେଣ୍ୟ ବ୍ୟକ୍ତିବିଶେଷଙ୍କୁ ସାକ୍ଷାତ କରିଛନ୍ତି । ପଦ୍ମଶ୍ରୀ ଡ଼.ଜିତେନ୍ଦ୍ର ହରିପାଲ, ଚର୍ତୁଭୂଜ ମେହେର, ପଦ୍ମଶ୍ରୀ ପ୍ରମୋଦ ଭଗତ, ପଦ୍ମଶ୍ରୀ ସୁଦର୍ଶନ … Read More