ନିଟ୍ ୟୁଜି ପରୀକ୍ଷା ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ, ବିକଳ୍ପ ପ୍ରଶ୍ନ ହଟିଲା, ହ୍ରାସ ପାଇଲା ସମୟ
ନୂଆଦିଲ୍ଲୀ: ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍ ୟୁଜିର ଏକ୍ଜାମ୍ ପ୍ୟାଟର୍ଣ୍ଣରେ ବଡ଼ ପରିବର୍ତ୍ତନ କରିଛି । ଏନ୍ଟିଏ ଘୋଷଣା ଅନୁସାରେ ଏବେ ନିଟ୍ ୟୁଜି ପରୀକ୍ଷାର ପ୍ରଶ୍ନ ପତ୍ରର ପ୍ୟାଟର୍ଣ୍ଣ ଏବଂ ସମୟ କୋଭିଡ୍ ପୂର୍ବପରି ହୋଇଯିବ … Read More