ଆଉ ୪ ଦିନ ପରେ ସରିବ ଇ-କେୱାଇସି ଅପଡେଟ୍: ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର: ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି … Read More