ଚୀନ ବିଦେଶ ମନ୍ତ୍ରୀଙ୍କୁ ଭେଟିଲେ ବିକ୍ରମ ମିସ୍ରି

ବେଜିଂ : ବୈଦେଶିକ ସଚିବ ବିକ୍ରମ ମିସ୍ରି ସୋମବାର ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍ ୟିଙ୍କୁ ଭେଟି ଦ୍ୱିପାକ୍ଷିକ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ୱାଙ୍ଗ ଶାସକ କମ୍ୟୁନିଷ୍ଟ ପାର୍ଟିର ଶକ୍ତିଶାଳୀ ରାଜନୈତିକ ବ୍ୟୁରୋର ସଦସ୍ୟ … Read More

ଗଙ୍ଗାରେ ବୁଡ଼ ପକାଇଲେ ଦାରିଦ୍ର୍ୟ ହଟିବନି : ଖଡଗେଙ୍କ କଟାକ୍ଷ

ନୂଆଦିଲ୍ଲୀ : କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ … Read More

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଟ୍ରମ୍ପ ରାଷ୍ଟ୍ରପତିଭାବ୍ ଶପଥ ନେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା । ଏହି ସମୟରେ … Read More

ଉତ୍ତରାଖଣ୍ଡରେ ଲାଗୁ ହେଲା ୟୁନିଫର୍ମ ସିଭିଲ୍ କୋଡ୍

ନୂଆଦିଲ୍ଲୀ : ଇତିହାସ ସୃଷ୍ଟି କଲା ଉତ୍ତରାଖଣ୍ଡ । ଦେଶର ପ୍ରଥମ ରାଜ୍ୟ ଭାବେ ଲାଗୁ କଲା ୟୁନିଫର୍ମ ସିଭିଲ୍ କୋଡ୍ । ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ UCC (Uniform Civil Code ) ପୋର୍ଟାଲର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ … Read More

ପୁଣେରେ ଗୁଇଲେନ୍-ବାରେ ସିଣ୍ଡ୍ରୋମ୍ ଆତଙ୍କ, ଏହି ରୋଗରେ ଜଣଙ୍କର ମୃତ୍ୟୁ

ପୁନେ : ଭାରତରେ ୨୦୧୯ ମସିହାରେ କରୋନା ଦ୍ରୁତଗତିରେ ସଂକ୍ରମିତ ହୋଇଥିଲା । ବର୍ତ୍ତମାନ ଯାଏଁ ଏହାର ଭୟ ମନରୁ ଲିଭିନଥିବା ବେଳେ ପୁଣି ମାଡ଼ିଆସୁଛି ଅନ୍ୟ ଏକ ବିପଦ । ଏମିତିକି ଏକ ନିର୍ଦ୍ଧିଷ୍ଟ ରୋଗରେ ଶିକାର ହୋଇ ମହାରାଷ୍ଟ୍ରର … Read More

କମିଲା ସୁନା ଦର

ନୂଆଦିଲ୍ଲୀ : ଆଜି ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା … Read More

ମହାକୁମ୍ଭ ମେଳାରେ ଅଘଟଣ; ସଙ୍ଗମ ସ୍ଥଳରେ ବୁଡ଼ିଲା ଡଙ୍ଗା

ପ୍ରୟାଗରାଜ : ମହାକୁମ୍ଭ ମେଳାରେ ଘଟିଛି ଅଘଟଣ। ସଙ୍ଗମ ଘାଟରେ ଏକ ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୧୦ ଶ୍ରଦ୍ଧାଳୁ । ଏନଡିଆରଏଫ୍‌ ଟିମ ତୁରନ୍ତ ପହଞ୍ଚି ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିଥିଲେ। ୪୫ ଦିନ … Read More

ଆମେରିକାରେ ବେଆଇନ ଭାବେ ରହୁଥିବା ଭାରତୀୟଙ୍କୁ ଖୋଜୁଛି ପୁଲିସ, ଗୁରୁଦ୍ବାରାରେ ତଲାସୀ

ନ୍ୟୁୟର୍କ: ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ସମଗ୍ର ଆମେରିକାରେ ବେଆଇନ ପ୍ରବାସୀଙ୍କ ଖୋଜା ଆରମ୍ଭ ହୋଇଛି । ଏହି କ୍ରମରେ ଆମେରିକାରେ ବେଆଇନଭାବେ ରହୁଥିବା ଭାରତୀୟଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ସୋମବାର ଦିନ ଆମେରିକାର ସୁରକ୍ଷା ଏଜେଣ୍ଟମାନେ … Read More

ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି । … Read More

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ସେ … Read More