ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇବେ ବିଜେଡି ସାଂସଦ

ଭୁବନେଶ୍ବର: ଆଗାମୀ ଜାନୁଆରୀ ୩୧ରେ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଏହି ଅଧିବେଶନରେ ବିଜେଡିର ସାଂସଦମାନେ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏକାଧିକ ଦାବି କରିବେ। ବଜେଟ୍‌ ଅଧିବେଶନ ପୂର୍ବରୁ ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ … Read More

ଫେବ୍ରୁଆରୀରେ ମୋଦି ଆସୁଛନ୍ତି ହ୍ବାଇଟ ହାଉସ, ଟ୍ବିଟ କରି ସୂଚନା ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ଫେବ୍ରୁଆରୀରେ ପୁଣି ପ୍ରଧାନମନ୍ତ୍ରୀ ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭେଟଘାଟକୁ ନେଇ ଚର୍ଚ୍ଚା । ନିଜେ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି ଟ୍ରମ୍ପ । ଗଣମାଧ୍ୟମକୁ ଇଣ୍ଟରଭ୍ୟୁରେ ଟ୍ରମ୍ପ କହିଛନ୍ତି ସୋମବାର ଭାରତର ପ୍ରଦାନମନ୍ତ୍ରୀ … Read More

ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ : ପ୍ରଥମ ଦିନର ଅପରାହ୍‌ଣ ସୁଦ୍ଧା ୫୪ଟି ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ସମ୍ମିଳନୀ ଆଜି ଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀ ବୁଧବାର ସନ୍ଧ୍ୟାରେ ଶେଷ ହେବ। ଏହାରି ମଧ୍ୟରେ  ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ … Read More

ଉତ୍କର୍ଷ ଓଡ଼ିଶା କନକ୍ଲେଭ: “ନୂଆ ଭାରତ ଗଠନରେ ଓଡ଼ିଶାର ପ୍ରମୂଖ ଭୂମିକା ରହିବ” କହିଲେ ମୋଦି

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି ।  ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି … Read More

ସରକାରୀ ପାଣ୍ଠିରେ ପୁନରୁଦ୍ଧାର ହେବ ରାଷ୍ଟ୍ରାୟତ୍ତ କମ୍ପାନୀ: ‘ପବନ ହଂସ’ରେ ପ୍ରାୟ ୨୩୦ ନିୟୁତ ଡଲାରରୁ ୩୫୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ ଯୋଜନା

ନୂଆଦିଲ୍ଲୀ: ଆଞ୍ଚଳିକ ଦଳ ସହଯୋଗରେ କ୍ଷମତାକୁ ଫେରିବା ପରେ ଚାପରେ ଥିବା ମୋଦୀ ସରକାର ଘରୋଇକରଣ ଛାଡ଼ି ଋଗ୍ଣ ସରକାରୀ ଉଦ୍ୟୋଗରେ କୋଟି କୋଟି ଟଙ୍କା ନିବେଶ କରୁଛନ୍ତି। ୨୦୨୫ରେ ଗୋଟିଏ ମାସ ମଧ୍ୟରେ, କେନ୍ଦ୍ର ସରକାର ଦୁଇଟି ରାଷ୍ଟ୍ରାୟତ୍ତ ଫାର୍ମକୁ … Read More

ଯେଉଁମାନଙ୍କୁ କଲ୍‌ ଓ ମେସେଜ ଆସିଛି, ବ୍ୟାଙ୍କ ଯାଇ NPCI ଆକ୍ଟିଭେଟ କରନ୍ତୁ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାରି ନଥିବା ମହିଳା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପରାମର୍ଶ ଦେଇଛନ୍ତି। ଯେଉଁ ଆବେଦନକାରୀଙ୍କର ଏନ୍‌ପିସିଆଇ ତ୍ରୁଟି ରହିଛି, ସେମାନେ ଏହି … Read More

ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ … Read More

ମେକ୍ ଇନ୍ ଓଡ଼ିଶାର ନାଁ ବଦଳାଇ ଉତ୍କର୍ଷ ଓଡ଼ିଶା କରିଛନ୍ତି : ଦେବୀ ମିଶ୍ର

ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା କନକ୍ଲେଭ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡ଼ି ନେତା ଦେବୀ ମିଶ୍ର । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆସିଲେ ଅନେକ ପ୍ରତିଶ୍ରୁତି ଦେଲେ । ସ୍ଵାଗତଯୋଗ୍ୟ କଥା । କିନ୍ତୁ ଯାହା କୁହାଯାଉଛି ତାହା ହେଉନି । … Read More

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ … Read More

ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ । ନୟାପଲ୍ଲୀ ସ୍ଥିତ ଅନ୍ୟ ଏକ ଘରକୁ ବିଳମ୍ୱିତ ରାତିରେ ପଶିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ନୟାପଲ୍ଲୀ ପୋଲିସ । ଗିରଫ ଅଭିଯୁକ୍ତର … Read More