ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ପାଟଣାଗଡ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ … Read More
