୨ ଯାଏ ଘନକୁହୁଡ଼ି, ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦ା୧: ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧ … Read More

ଦ୍ୱନ୍ଦ୍ୱ ଦୂର ହେଲା : ୨ ତାରିଖରେ ପାଳନ କରାଯିବ ସରସ୍ବତୀ ପୂଜା

ପୁରୀ: ସରସ୍ୱତୀ ପୂଜାକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଏବେ ଦୂର ହୋଇଛି। ସରସ୍ୱତୀ ପୂଜା ଫେବ୍ରୁଆରି ୨ ତାରିଖ ନା ଫେବ୍ରୁଆରି ୩ ତାରିଖରେ ହେବ ସେନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଥିଲା। ତେବେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ … Read More

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି … Read More

କଟକ ଆରଟିଓରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା

କଟକ: ମୋଟର ଯାନ ଫିଟନେସ୍ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଜ୍ୟରେ ପଞ୍ଜୀକୃତ ହୋଇଛି ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ । କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି । ବୈଷୟିକ … Read More