କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ … Read More

ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ

ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । … Read More

ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗର ୭ ଗିରଫ, ୨୪ ଟି ସୁନା ଚେନ୍ ଜବତ

ତାଳଚେର : ତାଳଚେର ପୋଲିସ ହାତରେ ଆନ୍ତଃରାଜ୍ୟ ସୁନାଚେନ ଲୁଟେରା ଗ୍ୟାଙ୍ଗ । ୭ଜଣଙ୍କୁ ଗିରଫ ସହ ୨୪ଟି ସୁନା ଚେନ୍ ଜବତ କରିଛି ପୋଲିସ । ଜବତ ଚେନର ଆନୁମାନିକ ମୂଲ୍ୟ ୨୪ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି ଜିଲ୍ଲା … Read More

ଆମ ସମ୍ପର୍କ ଫେଭିକଲ ଭଳି ଅତୁଟ, କେବେ ତୁଟିବନି: ସିନ୍ଦେ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ସିନ୍ଦେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ଫଡନବିସଙ୍କ ସହିତ ତାଙ୍କ ସମ୍ପର୍କ ଫେଭିକଲ … Read More

କଂଗ୍ରେସ ନେତାଙ୍କୁ ଭେଟିବେ ରାଜ୍ୟ ପ୍ରଭାରୀ ଅଜୟ ଲଲୁ

ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତାଙ୍କ ସହ ବିଧାୟକଙ୍କୁ ଭେଟିବେ ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ଅଜୟ ଲଲୁ । ପିସିସି ସଭାପତିଙ୍କ ଉପସ୍ଥିତିରେ ସବୁ ନେତାଙ୍କୁ ଭେଟିବେ ଅଜୟ । ରାଜ୍ୟ କଂଗ୍ରେସର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିବେ । … Read More

କିଟର ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗ, ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି: ଆଇନ ମନ୍ତ୍ରୀ

ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ … Read More

ଟ୍ରକକୁ ପଛରୁ ପିଟିଲା କାର୍, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଭୁବନେଶ୍ୱର: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍‌ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ … Read More

ଗୀତା ଛୁଇଁ ଏଫବିଆଇ ନିର୍ଦେଶକ ଭାବେ ଶପଥ ନେଲେ କାଶ ପଟେଲ

ଭାରତୀୟ ବଂଶଜ ତଥା ଡୋନାଲ୍ଡ ଟ୍ରମ୍ପଙ୍କ ବିଶ୍ଵସ୍ତ କାଶ ପଟେଲ ଶନିବାର ସଂଘୀୟ ତଦନ୍ତକାରୀ ବ୍ୟୁରୋ(ଏଫବିଆଇ) ନିର୍ଦେଶକ ଭାବେ ଶପଥ ଗ୍ରହଣ କରିଛନ୍ତି। ପବିତ୍ର ଗ୍ରନ୍ଥ ଭଗବତ ଗୀତାକୁ ଛୁଇଁ ସେ ଶପଥ ନେଇଛନ୍ତି। ଏହା ସହିତ ସେ ଏଫବିଆଇର ନେତୃତ୍ଵ … Read More

ତିନି ଦିନ ଯାଏ ରାଜ୍ୟରେ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ତିନି ଦିନ ଯାଏ ରାଜ୍ୟରେ ହେବ ବର୍ଷା ।  ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ ରହିଛି ।  ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ଏହାର ପ୍ରଭାବରେ … Read More

ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣା: ୫ ସୁପାରୀ କିଲର ଗିରଫ

ଅନୁଗୁଳ: ବନ୍ତଳା ଥାନା କହ୍ନେଇ ନଗରରେ ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣାରେ ୫ ସୁପାରୀ କିଲର ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ଦୁଇଟି ରିଭରଭର, ଗୁଳି,ବାଇକ ଓ ଏଟିଏମ କାର୍ଡ ଜବତ କରିଛି ପୋଲିସ। ରାଜକିଶୋର ସାହୁ ସହ ପୂର୍ବ … Read More